• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12th Dec 2023: ନୂଆ ଯାନବାହନ କିଣିବେ,ବୈବାହିକ ଜୀବନରେ ମଧୁରତା ଆସିପାରେ ..

ସୌର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୧୨ତାରିଖ ମଙ୍ଗଳବାର । ଚନ୍ଦ୍ର- ବିଛା ଅହୋରାତ୍ର ତିଥି- ୧୪ଶୀ ପ୍ରାତଃ ୦୬.୨୪ ଗତେ ଅମାବାସ୍ୟା (କ୍ଷୟ) ନିଶାନ୍ତ ୦୫.୦୧ ଗତେ ପ୍ରତିପଦ । ଘାତଚନ୍ଦ୍ର- ନାସ୍ତି । ଘାତବାର- ମକର ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ।

Gemini

ମିଥୁନ

Tuesday 12 Dec 2023

ମୃଗଶିରା- ପୁରୁଣା କାମ ପୂରା କରିବା ପାଇଁ ଦିନଟି ଭଲ ରହିବ । ପ୍ରଶଂସା ପ୍ରାପ୍ତିର ସୌଭାଗ୍ୟ ଅର୍ଜନ କରିପାରନ୍ତି । ଦୀର୍ଘ ଦିନର ଅଭିଳାଷା ସାଙ୍ଗକୁ ଆର୍ଥିକ ଉନ୍ନତିର ମାର୍ଗ ସୁଗମ ହୋଇଯିବ ।

ଆଦ୍ରା- ବୈବାହିକ ଜୀବନରେ ମଧୁରତା ଆସିପାରେ । ବ୍ୟବସାୟ-ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବ । ସାମାଜିକ ସ୍ତରରେ ପ୍ରଂଶସିତ ହୋଇପାରନ୍ତି । ଛାତ୍ରଛାତ୍ରୀ ମାନେ ଉଚ୍ଚଭିଳାଷୀ ହେବେ ।

ପୁନର୍ବସୁ- ସୁଖ, ସମୃଦ୍ଧି ବଢିବ, ମହିଳାମାନେ ସମ୍ମାନୀୟ ହେବେ । ଗଣମାଧ୍ୟମରେ କର୍ମଚାରୀଙ୍କ ଲାଗି ଦିନଟି ଭଲ ରହିବ । ପୂର୍ବରୁ ଅର୍ଜିତ କରିଥିବା ସମ୍ପତିକୁ ନେଇ କିଛି ବିଶେଷ ଯୋଗନା ପ୍ରସ୍ତୁତ କରିପାରନ୍ତି ।

ପ୍ରତିକାର – ଭୂବନେଶ୍ୱରୀ ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :