• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12th Dec 2023: ନୂଆ ଯାନବାହନ କିଣିବେ,ବୈବାହିକ ଜୀବନରେ ମଧୁରତା ଆସିପାରେ ..

ସୌର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୧୨ତାରିଖ ମଙ୍ଗଳବାର । ଚନ୍ଦ୍ର- ବିଛା ଅହୋରାତ୍ର ତିଥି- ୧୪ଶୀ ପ୍ରାତଃ ୦୬.୨୪ ଗତେ ଅମାବାସ୍ୟା (କ୍ଷୟ) ନିଶାନ୍ତ ୦୫.୦୧ ଗତେ ପ୍ରତିପଦ । ଘାତଚନ୍ଦ୍ର- ନାସ୍ତି । ଘାତବାର- ମକର ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ।

Leo

ସିଂହ

Tuesday 12 Dec 2023

ମଘା- ଗୃହ ଚିନ୍ତାରେ ବ୍ୟତିବ୍ୟସ୍ତ ହୋଇ ପଡିବେ । ମାନସିକ ସ୍ତରରେ ଉନ୍ନତି ଆସିବ । ସାସ୍କୃତିକ କାର୍ଯ୍ୟରେ ସମ୍ମାନିତ ହେବାର ଯୋଗ ରହିଛି ।

ପୂ,ଫାଲଗୁନୀ- ଭାତୃ ସଂପର୍କରେ ଉନ୍ନତି ଘଟିବ । ନିଜ ବାଲ୍ୟବନ୍ଧୁଙ୍କୁ ବିବାହ ପ୍ରସ୍ତାବ ଦେଇପାରନ୍ତି । ସମାନ ବିଚାର ଧାରା ଲୋକଙ୍କ ସହିତ ଭେଟ ହେବା ଫଳରେ ଧର୍ମ କାର୍ଯ୍ୟରେ ନିୟୋଜିତ ହୋଇପାରନ୍ତି ।

ଉ,ଫାଲଗୁନୀ- ରାଜନୀତିରେ ନୂତନ ସମସ୍ୟାରେ ପୀଡ଼ିତ ହେବେ । ମାଲି ମକଦ୍ଦମାର ଶୁଣାଣି ଆପଣଙ୍କ ବିପକ୍ଷରେ ଯିବା ସହିତ ଦଣ୍ଡବିଧାନ ହୋଇ ନଥାଏ । ଅନ୍ୟ ମାନଙ୍କୁ ଭାବିଚିନ୍ତି କଥା କୁହନ୍ତୁ ।

ପ୍ରତିକାର – ମାତଙ୍ଗୀଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :