• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12th Dec 2023: ନୂଆ ଯାନବାହନ କିଣିବେ,ବୈବାହିକ ଜୀବନରେ ମଧୁରତା ଆସିପାରେ ..

ସୌର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୧୨ତାରିଖ ମଙ୍ଗଳବାର । ଚନ୍ଦ୍ର- ବିଛା ଅହୋରାତ୍ର ତିଥି- ୧୪ଶୀ ପ୍ରାତଃ ୦୬.୨୪ ଗତେ ଅମାବାସ୍ୟା (କ୍ଷୟ) ନିଶାନ୍ତ ୦୫.୦୧ ଗତେ ପ୍ରତିପଦ । ଘାତଚନ୍ଦ୍ର- ନାସ୍ତି । ଘାତବାର- ମକର ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ।

Virgo

କନ୍ୟା

Tuesday 12 Dec 2023

ଉ,ଫାଲଗୁନୀ- ବାରମ୍ବାର ଅସଫଳତା କାରଣ ଖୋଜିବାକୁ ଯାଇ ମାନସିକ ଦ୍ୱନ୍ଦରେ ପଡିପାରନ୍ତି । ସ୍ୱାସ୍ଥ୍ୟ ପ୍ରତି ଅଧିକ ଧ୍ୟାନ ଦେବାକୁ ପଡିପାରେ । ପିତାମାତାଙ୍କ ସାହାଯ୍ୟ ଓ ସହଯୋଗ ପାଇବେ । ବ୍ୟବସାୟ, ବାଣିଜ୍ୟରେ ସ୍ଥିର ଅବସ୍ଥା ଲାଗି ରହିବ ।

ହସ୍ତା- ବ୍ୟବସାୟ ,ବାଣିଜ୍ୟ କ୍ଷେତ୍ରରେ ଶୁଭ ଫଳ ପାଇପାରନ୍ତି । ଚାକିରୀଆ ମାନେ ଉପରିସ୍ଥ ମାନଙ୍କର ଶ୍ରଦ୍ଧା ଲାଭ କରିବେ । ଛାତ୍ରଙ୍କ ଲେଖାପଢାରେ ବାଧା ଦୂର ହୋଇଯିବ ।

ଚିତ୍ରା- ଶତ୍ରୁମାନେ ଆପଣଙ୍କୁ ମାଲି ମକଦ୍ଦମାରେ ପକାଇ ଖର୍ଚ୍ଚାନ୍ତ କରିପାରନ୍ତି । କୌଣସି କ୍ଷେତ୍ରରେ ଟଙ୍କା ବିନିଯୋଗ କରିବା କ୍ଷତିକାରକ ହୋଇପାରେ । କଳା, ସାହିତ୍ୟ, ଗବେଷଣା କ୍ଷେତ୍ରରେ ଖୁସି ରହିବେ ।

ପ୍ରତିକାର – ଶ୍ରୀ ବିଷ୍ଣୁଙ୍କ ପୂଜା କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :