• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12th Dec 2023: ନୂଆ ଯାନବାହନ କିଣିବେ,ବୈବାହିକ ଜୀବନରେ ମଧୁରତା ଆସିପାରେ ..

ସୌର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୧୨ତାରିଖ ମଙ୍ଗଳବାର । ଚନ୍ଦ୍ର- ବିଛା ଅହୋରାତ୍ର ତିଥି- ୧୪ଶୀ ପ୍ରାତଃ ୦୬.୨୪ ଗତେ ଅମାବାସ୍ୟା (କ୍ଷୟ) ନିଶାନ୍ତ ୦୫.୦୧ ଗତେ ପ୍ରତିପଦ । ଘାତଚନ୍ଦ୍ର- ନାସ୍ତି । ଘାତବାର- ମକର ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ।

Libra

ତୁଳା

Tuesday 12 Dec 2023

ଚିତ୍ରା- ବନ୍ଧୁମାନେ ଠିକ ଖବର ଦେବାରେ ହେଳା କରିପାରନ୍ତି । ପାରିବାରିକ ଶାନ୍ତି ଓ ସ୍ଥିରତା ଅବ୍ୟାହିତ ରହିବ । ପ୍ରତ୍ୟେକ କ୍ଷେତ୍ରରେ ପ୍ରତିକ୍ରିୟାଶୀଳ ମନୋବୃତ୍ତି ପୋଷଣ କରିବା କାରଣରୁ ଅଶାନ୍ତି ସୃଷ୍ଟି ହୋଇପାରେ ।

ସ୍ୱାତୀ- ଅଫିସ୍ କାମକୁ ଠିକ୍ ସମୟରେ ଶେଷ କରିବା ପାଇଁ ଚେଷ୍ଟା କରିବେ। କଳା କ୍ଷେତ୍ରରେ ଥିବା ଲୋକ ମାନେ ଭଲ ପ୍ରଦର୍ଶନ କରିବେ । ରାଜନୀତିରେ ଆଗକୁ ଯିବେ ।

ବିଶାଖା- ଚଳଚିତ୍ର କ୍ଷେତ୍ରରେ ସମସ୍ୟା ଦେଖାଦେବ । ଶିକ୍ଷାକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରି କ୍ୟାରିୟରରେ ସଫଳତା ଆଡକୁ ଅଗ୍ରସର ହେବେ । ମାଲି ମକଦ୍ଦମା ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ ।

ପ୍ରତିକାର – କମଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :