• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12th Dec 2023: ନୂଆ ଯାନବାହନ କିଣିବେ,ବୈବାହିକ ଜୀବନରେ ମଧୁରତା ଆସିପାରେ ..

ସୌର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୧୨ତାରିଖ ମଙ୍ଗଳବାର । ଚନ୍ଦ୍ର- ବିଛା ଅହୋରାତ୍ର ତିଥି- ୧୪ଶୀ ପ୍ରାତଃ ୦୬.୨୪ ଗତେ ଅମାବାସ୍ୟା (କ୍ଷୟ) ନିଶାନ୍ତ ୦୫.୦୧ ଗତେ ପ୍ରତିପଦ । ଘାତଚନ୍ଦ୍ର- ନାସ୍ତି । ଘାତବାର- ମକର ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ।

Sagittarius

ଧନୁ

Tuesday 12 Dec 2023

ମୂଳା- ଦାମ୍ପତ୍ୟ ଜୀବନରେ ସାମଞ୍ଜସ୍ୟ ବଜାୟ ରହିବ । ଔଷଧ ବ୍ୟବସାୟୀଙ୍କୁ ଭଲ ଲାଭ ହେବ । ଯେଉଁ କାମ କରିବାକୁ ଚାହିବେ ତାହା ସଂପୂର୍ଣ୍ଣ କରିବେ ।

ପୂ,ଷାଢା- ଆପଣଙ୍କର ଦାମ୍ପତ୍ୟ ଜୀବନକୁ ସରସ ସୁନ୍ଦର କରିବେ । ପଛ କଥା ପଛରେ ପକାଇ ଏହି ସମୟର ସଦୁପଯୋଗ କରିପାରିଲେ ଭଲ । ମନରେ ସାହସ ବାନ୍ଧି କୌଣସି କାମ ଆରମ୍ଭ କରି ପାରିଲେ ଅବଶ୍ୟ ସଫଳତା ପାଇବେ ।

ଉ,ଷାଢା- ପର୍ଯ୍ୟଟନ କ୍ଷେତ୍ରରେ ଥିବା ଲୋକଙ୍କ ଲାଗି ଧନଲାଭର ଯୋଗ ଅଛି । ଆବଶ୍ୟକତା ପୂରଣ କରିବା ସକାଶେ ଧାର କରିବାକୁ ପଡିପାରେ । ମହିଳାମାନେ ସଜବାଜରେ ଦିନ କଟିବେ ।

ପ୍ରତିକାର – ବୃହସ୍ପତିଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :