• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 14th Dec 2022: ଏହି ରାଶିର ବ୍ୟକ୍ତି ସାବଧାନ. . . ବନ୍ଧୁଙ୍କ ସହ ମନୋମାଳିନ୍ୟ ହୋଇପାରେ . .

ସୌର ବିଛା ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୧୪ ତାରିଖ ବୁଧବାର । ଚନ୍ଦ୍ର – ସିଂହ (ଅହୋରାତ୍ର) । ତିଥି- ୬ଷ୍ଠୀ ରାତ୍ରି ୧୧.୪୨ ଗତେ ୭ମୀ । ଘାତ ଚନ୍ଦ୍ର- କର୍କଟ, ମକର (ଅହୋରାତ୍ର) । ଘାତ ବାର – କର୍କଟ, ପୁଷ୍କର ଦୋଷ – ରାତ୍ରି ୧୧.୪୨ ଗତେ ୧ପାଦ - ପଶୁସମ୍ପଦ ନାଶ- ଅନ୍ନଦାନ

Aquarius

କୁମ୍ଭ

Wednesday 14 Dec 2022

ଧନିଷ୍ଠା – ଉଭୟ ପ୍ରେମ ଓ ପାରିବାରିକ ଜୀବନରେ ଉତମ ବୁଝାବଣା ରହିବ । ବ୍ୟବସାୟରେ ଥିବା ସମସ୍ୟାକୁ ପଛରେ ପକାଇ ଆଗକୁ ବଢି ଚାଲିବେ ।

ଶତଭିଷା – କୌଣସି କାର୍ଯ୍ୟ କରିବା ପୂର୍ବରୁ ଗୁରୁଜନଙ୍କ ପରାମର୍ଶ କରନ୍ତୁ । ମହିଳା ମାନେ ବ୍ୟସ୍ତତା ଭିତରେ ସମୟ ବିତାଇବେ ।

ପୂ , ଭାଦ୍ରପଦ – ରାଜନୀତି କ୍ଷେତ୍ରରେ ଉଚ୍ଚ ପଦବୀ ହାସଲ କରି ପାରନ୍ତି । ଘରର ସୀମା ବା ସଂପତିକୁ ନେଇ ଆକସ୍ମିକ କଳହ ଲାଗିପାରେ ।

ପ୍ରତିକାର – ଦକ୍ଷିଣ କାଳୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ 

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :