• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 14th Dec 2022: ଏହି ରାଶିର ବ୍ୟକ୍ତି ସାବଧାନ. . . ବନ୍ଧୁଙ୍କ ସହ ମନୋମାଳିନ୍ୟ ହୋଇପାରେ . .

ସୌର ବିଛା ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୧୪ ତାରିଖ ବୁଧବାର । ଚନ୍ଦ୍ର – ସିଂହ (ଅହୋରାତ୍ର) । ତିଥି- ୬ଷ୍ଠୀ ରାତ୍ରି ୧୧.୪୨ ଗତେ ୭ମୀ । ଘାତ ଚନ୍ଦ୍ର- କର୍କଟ, ମକର (ଅହୋରାତ୍ର) । ଘାତ ବାର – କର୍କଟ, ପୁଷ୍କର ଦୋଷ – ରାତ୍ରି ୧୧.୪୨ ଗତେ ୧ପାଦ - ପଶୁସମ୍ପଦ ନାଶ- ଅନ୍ନଦାନ

Pisces

ମୀନ

Wednesday 14 Dec 2022

ପୂ , ଭାଦ୍ରପଦ - ମାନସିକ ସୁସ୍ଥତା ରହି ନପାରେ । ସହମର୍କୀଙ୍କ କଥାରେ ପ୍ରଭାବିତ ହୋଇ କୌଣସି ନୂତନ କାମ କରିପାରନ୍ତି । ବୈବାହିକ ବନ୍ଧନରେ ବାନ୍ଧି ହୋଇପାରନ୍ତି ।

ଉ , ଭଦ୍ରପଦ - ଆଜି ବ୍ୟବସାୟରେ ଆବଶ୍ୟକତା ଠାରୁ ଅଧିକ ଖର୍ଚ୍ଚ କରିବାକୁ ପଡିବ । ଲେଖାପଢାରେ ସୁଫଳ ପାଇବେ । ରାଜନୀତିରେ ମନ ଚାହୁଁଥିବା ପଦବୀ ମିଳିପାରେ ।

ରେବତୀ – କାରବାରରେ ସଫଳତା ପାଇବେ । ଭୂ-ସମ୍ପକୁ ନେଇ ସମସ୍ୟା ଉପୁଜିପାରେ ।

ପ୍ରତିକାର - ସୂର୍ଯ୍ୟ ନାରାୟଣଙ୍କୁ ଜଳ ପ୍ରଦାନ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :