• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 14th Dec 2022: ଏହି ରାଶିର ବ୍ୟକ୍ତି ସାବଧାନ. . . ବନ୍ଧୁଙ୍କ ସହ ମନୋମାଳିନ୍ୟ ହୋଇପାରେ . .

ସୌର ବିଛା ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୧୪ ତାରିଖ ବୁଧବାର । ଚନ୍ଦ୍ର – ସିଂହ (ଅହୋରାତ୍ର) । ତିଥି- ୬ଷ୍ଠୀ ରାତ୍ରି ୧୧.୪୨ ଗତେ ୭ମୀ । ଘାତ ଚନ୍ଦ୍ର- କର୍କଟ, ମକର (ଅହୋରାତ୍ର) । ଘାତ ବାର – କର୍କଟ, ପୁଷ୍କର ଦୋଷ – ରାତ୍ରି ୧୧.୪୨ ଗତେ ୧ପାଦ - ପଶୁସମ୍ପଦ ନାଶ- ଅନ୍ନଦାନ

Gemini

ମିଥୁନ

Wednesday 14 Dec 2022

ମୃଗଶିରା - ସ୍ୱାସ୍ଥ୍ୟ ଜନିତ ସମସ୍ୟା ଓ ଅଯଥା ବ୍ୟୟ ହେବ । କର୍ମକ୍ଷେତ୍ରରେ ଗୁରୁଦାୟିତ୍ୱ ବହନ କରି ବ୍ୟସ୍ତବିବ୍ରତ ହୋଇ ପଡିବେ ।

ଆଦ୍ରା - ଗଣମାଧ୍ୟମରେ କାର୍ଯ୍ୟରତ ବ୍ୟକ୍ତି ମାନଙ୍କ ପାଇଁ ଭଲ ସମୟ ଆସିପାରେ । ବିଦ୍ୟାର୍ଥୀ ମାନେ ପ୍ରତିଯୋଗିତା ମୂଳକ ପରିକ୍ଷାରେ ସଫଳ ହେବେ ।

ପୁନର୍ବସୁ - ମାଲିମକଦ୍ଦମାର ସମାଧାନ ହେବାର ସମ୍ଭାବନା ସୃଷ୍ଟି ହୋଇପାରେ ।

ପ୍ରତିକାର – ପ୍ରଭୂ ଗଣେଶଙ୍କୁ ଦୂବ ଦାନ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :