• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 14th Dec 2022: ଏହି ରାଶିର ବ୍ୟକ୍ତି ସାବଧାନ. . . ବନ୍ଧୁଙ୍କ ସହ ମନୋମାଳିନ୍ୟ ହୋଇପାରେ . .

ସୌର ବିଛା ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୧୪ ତାରିଖ ବୁଧବାର । ଚନ୍ଦ୍ର – ସିଂହ (ଅହୋରାତ୍ର) । ତିଥି- ୬ଷ୍ଠୀ ରାତ୍ରି ୧୧.୪୨ ଗତେ ୭ମୀ । ଘାତ ଚନ୍ଦ୍ର- କର୍କଟ, ମକର (ଅହୋରାତ୍ର) । ଘାତ ବାର – କର୍କଟ, ପୁଷ୍କର ଦୋଷ – ରାତ୍ରି ୧୧.୪୨ ଗତେ ୧ପାଦ - ପଶୁସମ୍ପଦ ନାଶ- ଅନ୍ନଦାନ

Cancer

କର୍କଟ

Wednesday 14 Dec 2022

ପୁନର୍ବସୁ - ସାଧାରଣ ଘଟଣାକୁ ନେଇ ବନ୍ଧୁଙ୍କ ସହ ମନମାଳିନ୍ୟ ଯୋଗୁ ମନ ଉଦାସ ରହିବ । ସହକର୍ମୀଙ୍କ ଅସଂଯତ କାର୍ଯ୍ୟକଳାପ ସମସ୍ୟାକୁ ବଢାଇ ଦେଇପାରେ ।

ପୁଷ୍ୟା – ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠିତ ହେବେ । ବ୍ୟବସାୟରେ ପରିବାର ଲୋକଙ୍କ ସହଯୋଗ ପାଇବେ । ଶିକ୍ଷାର୍ଥୀମାନେ ଶିକ୍ଷାରେ ଏକାଗ୍ରତା ରକ୍ଷା କରିବେ ।

ଅଶ୍ଳେଷା - କଳା ଓ ସାହିତ୍ୟ କ୍ଷେତ୍ରରେ ଆଗ୍ରହ ବଢିବ । ଜମିବାଡି ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ ।

ପ୍ରତିକାର – ଶନିଦେବଙ୍କ ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :