ସୌର ବିଛା ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୧୪ ତାରିଖ ବୁଧବାର । ଚନ୍ଦ୍ର – ସିଂହ (ଅହୋରାତ୍ର) । ତିଥି- ୬ଷ୍ଠୀ ରାତ୍ରି ୧୧.୪୨ ଗତେ ୭ମୀ । ଘାତ ଚନ୍ଦ୍ର- କର୍କଟ, ମକର (ଅହୋରାତ୍ର) । ଘାତ ବାର – କର୍କଟ, ପୁଷ୍କର ଦୋଷ – ରାତ୍ରି ୧୧.୪୨ ଗତେ ୧ପାଦ - ପଶୁସମ୍ପଦ ନାଶ- ଅନ୍ନଦାନ
ବିଶାଖା – ସ୍ୱାସ୍ଥ୍ୟ ସମସ୍ୟା ଦୂର ହେବ । ମିତ୍ରଙ୍କ ସହ ହସ ଖୁସିର ବାତାବରଣ ସୃଷ୍ଟି ହେବ । ଜୀବନରେ ନୂଆଲକ୍ଷ ନିର୍ଦ୍ଧାରିତ କରିବା ପାଇଁ ମନ ଲଗାଇ କାର୍ଯ୍ୟ କରିବେ ।
ଅନୁରାଧା – ବ୍ୟବସାୟରେ ଦୂରସ୍ଥାନକୁ ଯାତ୍ରା କରିବା ଦ୍ୱାରା ବହୁତ ଲାଭ ମିଳିବ ଓ ଧନ ପ୍ରାପ୍ତି ହେବ । ରାଜେନୈତିକ କ୍ଷେତ୍ରରେ ବାଦବିବାଦ ଠାରୁ ଦୂରେଇ ରହିବେ ।
ଜ୍ୟେଷ୍ଠା – ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବା ସହ ମନ ଖୁସି ରହିବ । ମାଲି ମକନ୍ଦମାରେ ଆପଷ ସମାଧାନର ରାସ୍ତା ଖୋଲିଯିବ ।
ପ୍ରତିକାର – ହନୁମାନଙ୍କ ପୂଜା ସହ ଚାଳିଶା ପାଠ କରନ୍ତୁ
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯