• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 14th Dec 2022: ଏହି ରାଶିର ବ୍ୟକ୍ତି ସାବଧାନ. . . ବନ୍ଧୁଙ୍କ ସହ ମନୋମାଳିନ୍ୟ ହୋଇପାରେ . .

ସୌର ବିଛା ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୧୪ ତାରିଖ ବୁଧବାର । ଚନ୍ଦ୍ର – ସିଂହ (ଅହୋରାତ୍ର) । ତିଥି- ୬ଷ୍ଠୀ ରାତ୍ରି ୧୧.୪୨ ଗତେ ୭ମୀ । ଘାତ ଚନ୍ଦ୍ର- କର୍କଟ, ମକର (ଅହୋରାତ୍ର) । ଘାତ ବାର – କର୍କଟ, ପୁଷ୍କର ଦୋଷ – ରାତ୍ରି ୧୧.୪୨ ଗତେ ୧ପାଦ - ପଶୁସମ୍ପଦ ନାଶ- ଅନ୍ନଦାନ

Capricorn

ମକର

Wednesday 14 Dec 2022

ଉ , ଷାଢା - ଘରର ପରିବେଶ ଶାନ୍ତିପୂର୍ଣ୍ଣ ରହିବ । କାମରେ ଆପଣଙ୍କର ଏକାଗ୍ରତା ବଜାୟ ରହିବ । ପ୍ରେମିଯୁଗଳ ଏକାନ୍ତରେ ସମୟ କାଟିବେ ।

ଶ୍ରବଣା – ବ୍ୟବସାୟରେ ଅଚାନକ ଧନ ଲାଭ ହୋଇପାରେ । ରାଜନୀତିରେ ଆର୍ଥୀକ ଲାଭ ମିଳିବ । ସାହିତ୍ୟିକଙ୍କ ଲାଗି ଦିନଟି ଭଲ ରହିବ ।

ଧନିଷ୍ଠା – ଓକିଲ ପୁରୁଣା ମକଦ୍ଦମାରେ ଜୟଲାଭ କରିବେ । ମହିଳା ମାନେ ସୁନା ଅଳଙ୍କାର କିଣିବା ଲାଗି ଭାବିବେ ।

 ପ୍ରତିକାର – ମା ଶାରଳାଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :