• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 26th July 2023: ଏହି ରାଶିର ବ୍ୟକ୍ତିଙ୍କୁ ଧନଧାନ୍ୟ ପ୍ରାପ୍ତି ସମ୍ଭାବନା ରହିଛି..

ସୌର କର୍କଟ ମାସ ଶ୍ରାବଣ (ମଳ)ଶୁକ୍ଲପକ୍ଷ । ଇଂରାଜୀରେ ୨୬ ତାରିଖ ବୁଧବାର ଚନ୍ଦ୍ର – କନ୍ୟା ଦିବା ୧୧.୧୧ ଗତେ ତୁଳା । ତିଥି – ୮ମୀ ଦିବା ୦୩.୫୨ ଗତେ ୯ମୀ । ଘାତ ଚନ୍ଦ୍ର – ନାସ୍ତି ଘାତ ବାର – ମକର । ପୁଷ୍କର ଦୋଷ – ରାତ୍ରି ୦୧.୦୮ ଗତେ ୧ପାଦ କୁଟୁମ୍ଭହାନି- ତିଳକାଞନ ଦାନ ।

Aquarius

କୁମ୍ଭ

Wednesday 26 Jul 2023

ଧନିଷ୍ଠା- ନିଜ କାମ ଉପରେ ଧ୍ୟାନ ଦେଲେ କଠିନ ପରିଶ୍ରମର ଫଳାଫଳ ପାଇବେ । ଆୟର ନୂତନ ଉତ୍ସଗୁଡିକ ବିକାଶ କରିପାରିବେ ।

ଶତଭିଷା- କର୍ମକ୍ଷେତ୍ରରେ ଆପଣ କିଛି ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି । ବୃଦ୍ଧିମତା କାରଣରୁ ସମସ୍ତ କ୍ଷେତ୍ରରେ ଲାଭ ମିଳିବ । ବ୍ୟବସାୟରେ ବିଶେଷ ଲାଭାନ୍ୱିତ ହୋଇପାରନ୍ତି ।

ପୂ, ଭାଦ୍ରପଦ- ବିଦ୍ୟାର୍ଥୀ ମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ । ଭୌତିକ ଓ ଆଧାତ୍ମିକ ମାମଲାରେ ବ୍ୟସ୍ତ ରହିପାରନ୍ତି ।

ପ୍ରତିକାର – ମା ଶାରଳାଙ୍କ ଆରଧନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :