• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 26th July 2023: ଏହି ରାଶିର ବ୍ୟକ୍ତିଙ୍କୁ ଧନଧାନ୍ୟ ପ୍ରାପ୍ତି ସମ୍ଭାବନା ରହିଛି..

ସୌର କର୍କଟ ମାସ ଶ୍ରାବଣ (ମଳ)ଶୁକ୍ଲପକ୍ଷ । ଇଂରାଜୀରେ ୨୬ ତାରିଖ ବୁଧବାର ଚନ୍ଦ୍ର – କନ୍ୟା ଦିବା ୧୧.୧୧ ଗତେ ତୁଳା । ତିଥି – ୮ମୀ ଦିବା ୦୩.୫୨ ଗତେ ୯ମୀ । ଘାତ ଚନ୍ଦ୍ର – ନାସ୍ତି ଘାତ ବାର – ମକର । ପୁଷ୍କର ଦୋଷ – ରାତ୍ରି ୦୧.୦୮ ଗତେ ୧ପାଦ କୁଟୁମ୍ଭହାନି- ତିଳକାଞନ ଦାନ ।

Gemini

ମିଥୁନ

Wednesday 26 Jul 2023

ମୃଗଶିରା- ସ୍ୱାସ୍ଥ୍ୟରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେଇ ପାରେ । ଅବିବାହିତ ଯୁବକ,ଯୁବତୀ ମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ ।

ଆଦ୍ରା- ଅନେକ ସୁଯୋଗ ହାତ ପାହାନ୍ତାରେ ପାଇବା ଫଳରେ ମନରେ ଉତ୍ସାହ ରହିବ । ଉଚ୍ଚ ଶିକ୍ଷା ପ୍ରାପ୍ତ ହେବାର ସମ୍ବାବନା ରହିଛି ।

ପୁନର୍ବସୁ- ରାଜନୀତି କ୍ଷେତ୍ରରେ ସୁଯୋଗ ହାତ ପାହାନ୍ତାରେ ପାଇ ପାରିବେ । ଏକୁଟିଆ ହୋଇ ଲଢିବାର ଶକ୍ଷମତା ବିକଶିତ ହେବ ।

ପ୍ରତିକାର – ବୁଧଙ୍କର ଗାୟତ୍ରୀ ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :