• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 26th July 2023: ଏହି ରାଶିର ବ୍ୟକ୍ତିଙ୍କୁ ଧନଧାନ୍ୟ ପ୍ରାପ୍ତି ସମ୍ଭାବନା ରହିଛି..

ସୌର କର୍କଟ ମାସ ଶ୍ରାବଣ (ମଳ)ଶୁକ୍ଲପକ୍ଷ । ଇଂରାଜୀରେ ୨୬ ତାରିଖ ବୁଧବାର ଚନ୍ଦ୍ର – କନ୍ୟା ଦିବା ୧୧.୧୧ ଗତେ ତୁଳା । ତିଥି – ୮ମୀ ଦିବା ୦୩.୫୨ ଗତେ ୯ମୀ । ଘାତ ଚନ୍ଦ୍ର – ନାସ୍ତି ଘାତ ବାର – ମକର । ପୁଷ୍କର ଦୋଷ – ରାତ୍ରି ୦୧.୦୮ ଗତେ ୧ପାଦ କୁଟୁମ୍ଭହାନି- ତିଳକାଞନ ଦାନ ।

Cancer

କର୍କଟ

Wednesday 26 Jul 2023

ପୁନର୍ବସୁ - ଅର୍ଥ ସମ୍ମାନର ଅଭାବ ରହିବ ନାହିଁ । ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ । ନୂତନ ବନ୍ଧତ୍ୱ ସୃଷ୍ଟି ହୋଇପାରେ ।

ପୁଷ୍ୟା – ସାମାଜିକ କାର୍ଯ୍ୟରେ ଅଂଶଗ୍ରହଣ କରିବେ । ନିଜର ଆବଶ୍ୟକତା ପୂରଣ କରିବା ପାଇଁ ଋଣ ସୂତ୍ରରେ ଅର୍ଥ ପାଇ ପାରନ୍ତି । ହଠାତ୍ ସନ୍ତାନଙ୍କ ପାଇଁ ଚିନ୍ତା କରିବେ ।

ଅଶ୍ଳେଷା - ଆମଦାନୀ ବଢାଇବାର ନୂଆ ଯୋଜନା ମୁଣ୍ଡକୁ ଆସିପାରେ । କୋର୍ଟ,କଚେରୀ ମାମଲା ଆପଣଙ୍କ ସପକ୍ଷରେ ଯିବ । ମହିଳା ମାନେ ପୂଜା ପାଠରେ ମନୋନିବେଶ କରିବେ ।

ପ୍ରତିକାର – ମା ଭୁବନେଶୂରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :