• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 26th July 2023: ଏହି ରାଶିର ବ୍ୟକ୍ତିଙ୍କୁ ଧନଧାନ୍ୟ ପ୍ରାପ୍ତି ସମ୍ଭାବନା ରହିଛି..

ସୌର କର୍କଟ ମାସ ଶ୍ରାବଣ (ମଳ)ଶୁକ୍ଲପକ୍ଷ । ଇଂରାଜୀରେ ୨୬ ତାରିଖ ବୁଧବାର ଚନ୍ଦ୍ର – କନ୍ୟା ଦିବା ୧୧.୧୧ ଗତେ ତୁଳା । ତିଥି – ୮ମୀ ଦିବା ୦୩.୫୨ ଗତେ ୯ମୀ । ଘାତ ଚନ୍ଦ୍ର – ନାସ୍ତି ଘାତ ବାର – ମକର । ପୁଷ୍କର ଦୋଷ – ରାତ୍ରି ୦୧.୦୮ ଗତେ ୧ପାଦ କୁଟୁମ୍ଭହାନି- ତିଳକାଞନ ଦାନ ।

Virgo

କନ୍ୟା

Wednesday 26 Jul 2023

ଉ , ଫାଲଗୁନୀ – ଦାମ୍ପତ୍ୟ ଜୀବନକୁ ନେଇ ଖୁସି ରହିବେ । ଘର ପାଇଁ ଜରୁରୀ ଜିନିଷ କ୍ରୟ କରିବେ । କର୍ମ କ୍ଷେତ୍ରରେ ସଫଳତା ପାଇଁ କାହାଠାରୁ ପରାମର୍ଶ ମିଳିବ ।

ହସ୍ତା – ଶିକ୍ଷା ଓ କ୍ୟାରିୟର କ୍ଷେତ୍ରରେ ଆଗକୁ ବଢିବାର ସୁଯୋଗ ମିଳିବ ତେଣୁ ନିଷ୍ଠାପର ଭାବରେ ପ୍ରୟାସ ଜାରି ରଖିବେ । ଜୀବନ ସାଥିଙ୍କ ସଫଳତା ଓ ବ୍ୟବହାରରେ ମନ ପ୍ରସନ୍ନ ରହିବ ।

ଚିତ୍ରା – ଗାଡି, ମଟର ଚଳାଇବା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ ନ ହେଲେ ଅସୁବିଧାରେ ପଡିପାରନ୍ତି । ଖର୍ଚ୍ଚ ଉପରେ ଟିକେ ଧ୍ୟାନ ଦିଅନ୍ତୁ ।  

ପ୍ରତିକାର - ଶ୍ରୀ ବିଷ୍ଣଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :