• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 26th July 2023: ଏହି ରାଶିର ବ୍ୟକ୍ତିଙ୍କୁ ଧନଧାନ୍ୟ ପ୍ରାପ୍ତି ସମ୍ଭାବନା ରହିଛି..

ସୌର କର୍କଟ ମାସ ଶ୍ରାବଣ (ମଳ)ଶୁକ୍ଲପକ୍ଷ । ଇଂରାଜୀରେ ୨୬ ତାରିଖ ବୁଧବାର ଚନ୍ଦ୍ର – କନ୍ୟା ଦିବା ୧୧.୧୧ ଗତେ ତୁଳା । ତିଥି – ୮ମୀ ଦିବା ୦୩.୫୨ ଗତେ ୯ମୀ । ଘାତ ଚନ୍ଦ୍ର – ନାସ୍ତି ଘାତ ବାର – ମକର । ପୁଷ୍କର ଦୋଷ – ରାତ୍ରି ୦୧.୦୮ ଗତେ ୧ପାଦ କୁଟୁମ୍ଭହାନି- ତିଳକାଞନ ଦାନ ।

Scorpio

ବିଛା

Wednesday 26 Jul 2023

ବିଶାଖା – ବ୍ୟବସାୟ ବିଷୟରେ ଭଲ କଥା କହିବେ । ପାରିବାରିକ ଜୀବନ ଆମୋଦ ଦାୟକ ହେବ । ଭାଗ୍ୟ ଉଦ୍ୟୋଗୀ ହେବା ସହିତ ବାଣିଜ୍ୟରେ ଲାଭ ମିଳିବ ।

ଅନୁରାଧା – କର୍ମକ୍ଷେତ୍ରରେ ଉଚ୍ଚ ଅଧିକାରୀଙ୍କ ସହଯୋଗରେ ସଫଳତା ମିଳିବ । ଛାତ୍ରଛାତ୍ରୀ ମାନେ ପ୍ରତିଯୋଗିତା ପରୀକ୍ଷାରେ ସଫଳତା ଲାଭ କରିବେ ।

ଜ୍ୟେଷ୍ଠା – ରାଜନୀତିରେ କୌଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକୁ ହାତକୁ ନେବେ । କିଛି ଜିନିଷ ଦ୍ୱାରା ଆପଣ ଆଘାତ ପାଇ ପାରନ୍ତି । ବାହ୍ୟଶତ୍ରୁଙ୍କ ଠାରୁ ଦୂରରେ ରହିଲେ ଭଲ ।

ପ୍ରତିକାର –ନୃସିଂହଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :