• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 26th July 2023: ଏହି ରାଶିର ବ୍ୟକ୍ତିଙ୍କୁ ଧନଧାନ୍ୟ ପ୍ରାପ୍ତି ସମ୍ଭାବନା ରହିଛି..

ସୌର କର୍କଟ ମାସ ଶ୍ରାବଣ (ମଳ)ଶୁକ୍ଲପକ୍ଷ । ଇଂରାଜୀରେ ୨୬ ତାରିଖ ବୁଧବାର ଚନ୍ଦ୍ର – କନ୍ୟା ଦିବା ୧୧.୧୧ ଗତେ ତୁଳା । ତିଥି – ୮ମୀ ଦିବା ୦୩.୫୨ ଗତେ ୯ମୀ । ଘାତ ଚନ୍ଦ୍ର – ନାସ୍ତି ଘାତ ବାର – ମକର । ପୁଷ୍କର ଦୋଷ – ରାତ୍ରି ୦୧.୦୮ ଗତେ ୧ପାଦ କୁଟୁମ୍ଭହାନି- ତିଳକାଞନ ଦାନ ।

Sagittarius

ଧନୁ

Wednesday 26 Jul 2023

ମୂଳା- ପରିବାରରେ ଆପଣଙ୍କ ପ୍ରାଧାନ୍ୟତା ବୃଦ୍ଧି ହୋଇପାରେ । ବେମାର, ବୃଦ୍ଧିଜନ, ଓ ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ ।

ପୂ, ଷାଢା- କ୍ରୋଧକୁ ଦମନ କରି ହସଖୁସିରେ ବାତାବରଣ ସୃଷ୍ଟି ହେବ । ଓକିଲାତି ଓ ପରିଚାଳନ ସହିତ ଜଡିତ ଲୋକଙ୍କୁ ବହୁତ ସମ୍ମାନ ମିଳିପାରେ । କୌଣସି ମହତ୍ୱପୂର୍ଣ୍ଣ ବ୍ୟକ୍ତିଙ୍କ ସହ ଭେଟ ହେବ ।

ଉ, ଷାଢା- ରାଜନୀତି କ୍ଷେତ୍ରରେ ଆପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇଁ ନିଃସଙ୍ଗତା ବୋଧର ପୀଡା ଦୂରେଇ ଯିବ । ଶିକ୍ଷାକ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ ।

ପ୍ରତିକାର – ଘିଅ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :