• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 26th July 2023: ଏହି ରାଶିର ବ୍ୟକ୍ତିଙ୍କୁ ଧନଧାନ୍ୟ ପ୍ରାପ୍ତି ସମ୍ଭାବନା ରହିଛି..

ସୌର କର୍କଟ ମାସ ଶ୍ରାବଣ (ମଳ)ଶୁକ୍ଲପକ୍ଷ । ଇଂରାଜୀରେ ୨୬ ତାରିଖ ବୁଧବାର ଚନ୍ଦ୍ର – କନ୍ୟା ଦିବା ୧୧.୧୧ ଗତେ ତୁଳା । ତିଥି – ୮ମୀ ଦିବା ୦୩.୫୨ ଗତେ ୯ମୀ । ଘାତ ଚନ୍ଦ୍ର – ନାସ୍ତି ଘାତ ବାର – ମକର । ପୁଷ୍କର ଦୋଷ – ରାତ୍ରି ୦୧.୦୮ ଗତେ ୧ପାଦ କୁଟୁମ୍ଭହାନି- ତିଳକାଞନ ଦାନ ।

Capricorn

ମକର

Wednesday 26 Jul 2023

ଉ , ଷାଢା - ଚାକିରିରେ କୌଶଳ କ୍ରମେ ନିଜର ସ୍ଥିତି ସୁଦୃଢ଼ କରିବେ । ଆବଶ୍ୟକୀୟ ଜିନିଷ ପାଇଁ ଅତ୍ୟଧିକ ବ୍ୟୟ କରିବାକୁ ପଡିପାରେ ।

ଶ୍ରବଣା – ପ୍ରିୟତମଙ୍କ ସହ ଆପଣଙ୍କ ସମ୍ବନ୍ଧ ଭଲ ହେବ । ମାନ ମର୍ଯ୍ୟାଦାରେ ଅଭିବୃଦ୍ଧି ଘଟିବ । ସୂର୍ଣ୍ଣ ଅଳଙ୍କାର କିଣି ଖୁସି ଅନୁଭବ କରିପାରନ୍ତି ।

ଧନିଷ୍ଠା – ମହିଳା ମାନେ ପ୍ରତାରଣା ଜନିତ ଦୁଃଖ ଭୋଗିବାକୁ ପଡିବ । ବନ୍ଧୁଙ୍କୁ ଦେଇଥିବା ପ୍ରତିଶୃତି ରଖିପାରିବେ ନାହିଁ । ମନ ଚାହୁଁଥିବା କାମରେ ପ୍ରତିବନ୍ଧକ ସୃଷ୍ଟି ହେବ ।

ପ୍ରତିକାର – ମହାଦେବଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :