• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th Nov 2022 : ଏହି ରାଶିର ବ୍ୟକ୍ତି ଆଜି ନୂତନ ଜମି କ୍ରୟ କରିପାରନ୍ତି

ସୌର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୧୬ ତାରିଖ ବୁଧବାର । ଚନ୍ଦ୍ର – କର୍କଟ ସନ୍ଧ୍ୟା ୦୬/୫୮ ଗତେ ସିଂହ । ତିଥି- ୮ମୀ ଅହୋରାତ୍ର । ଘାତ ଚନ୍ଦ୍ର- ସନ୍ଧ୍ୟା ୦୬/୫୮ ଗତେ କର୍କଟ, ମକର । ଘାତ ବାର – କର୍କଟ । ପୁଷ୍କର ଦୋଷ – ନାସ୍ତି

Taurus

ବୃଷ

Wednesday 16 Nov 2022

କୃତିକା - ବନ୍ଧୁ ସହଯୋଗରେ ଉନ୍ନତି କରିବେ । ଶାରିରୀକ ଅସୁସ୍ଥତା ଭୋଗ କରିବେ । କର୍ମ କ୍ଷେତ୍ରରେ ଅଧିକ ଲାଭବାନ୍ ହେବେ ।

ରୋହିଣୀ – ବ୍ୟବସାୟରେ କ୍ଷତିର ସମ୍ଭାବନା ଅଛି । ଶିକ୍ଷାର୍ଥୀମାନେ ଉଚ୍ଚଶିକ୍ଷା ଲାଭ କରିବେ । ରାଜନୀତିରେ ଅପଯଶ ପାଇବେ ।

ମୃଗଶିରା – ଧାର କରଜ କରି ପାରନ୍ତି । ମହିଳା ମାନେ ଇଶ୍ୱର ବିଶ୍ୱାସି ହେବେ ।

ପ୍ରତିକାର – ଇଷ୍ଟ ଦେବୀ ମା କମଳାଙ୍କର ମୂଳମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :