• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th Nov 2022 : ଏହି ରାଶିର ବ୍ୟକ୍ତି ଆଜି ନୂତନ ଜମି କ୍ରୟ କରିପାରନ୍ତି

ସୌର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୧୬ ତାରିଖ ବୁଧବାର । ଚନ୍ଦ୍ର – କର୍କଟ ସନ୍ଧ୍ୟା ୦୬/୫୮ ଗତେ ସିଂହ । ତିଥି- ୮ମୀ ଅହୋରାତ୍ର । ଘାତ ଚନ୍ଦ୍ର- ସନ୍ଧ୍ୟା ୦୬/୫୮ ଗତେ କର୍କଟ, ମକର । ଘାତ ବାର – କର୍କଟ । ପୁଷ୍କର ଦୋଷ – ନାସ୍ତି

Virgo

କନ୍ୟା

Wednesday 16 Nov 2022

ଉ , ଫାଲଗୁନୀ – କିଛି ମାତ୍ରାରେ ସ୍ୱାସ୍ଥ୍ୟରେ ଅବନତି ହେବ । ପ୍ରେମ ସମ୍ପର୍କ ବିଫଳ ହୋଇପାରେ । କର୍ମଜୀବି ମାନେ କର୍ମପ୍ରବଣତା ଦେଖାଇବେ ।

ହସ୍ତା – କୌଣସି ଧାତୁ ସମ୍ବନ୍ଧୀୟ ବ୍ୟବସାୟରେ ଉନ୍ନତି ଲାଭ କରିବେ । ସାମାଜିକ ଓ ପ୍ରଭାବଶାଳୀ କାର୍ଯ୍ୟରେ ମନ ବଳାଇବେ । ଶିକ୍ଷାର୍ଥୀ ମାନଙ୍କର ଇଚ୍ଚା ପୂରଣ ହେବ । 

ଚିତ୍ରା – ମାଲିମକନ୍ଦମା ଆପଣଙ୍କ ସପକ୍ଷରେ ଯିବ । ମହିଳାମାନେ ପାରିବାରିକ ସୁଖରେ ସମୟ ଅତିବାହିତ କରିବେ ।

ପ୍ରତିକାର - ସବୁଜ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :