• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 16th Nov 2022 : ଏହି ରାଶିର ବ୍ୟକ୍ତି ଆଜି ନୂତନ ଜମି କ୍ରୟ କରିପାରନ୍ତି

ସୌର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୧୬ ତାରିଖ ବୁଧବାର । ଚନ୍ଦ୍ର – କର୍କଟ ସନ୍ଧ୍ୟା ୦୬/୫୮ ଗତେ ସିଂହ । ତିଥି- ୮ମୀ ଅହୋରାତ୍ର । ଘାତ ଚନ୍ଦ୍ର- ସନ୍ଧ୍ୟା ୦୬/୫୮ ଗତେ କର୍କଟ, ମକର । ଘାତ ବାର – କର୍କଟ । ପୁଷ୍କର ଦୋଷ – ନାସ୍ତି

Sagittarius

ଧନୁ

Wednesday 16 Nov 2022

ମୂଳା – ସ୍ୱାସ୍ଥ୍ୟ ପ୍ରାୟତଃ ଭଲ ରହିବ । ଆଶା ପୂରଣ ଦିଗରେ ବନ୍ଧୁ ମାନଙ୍କ ସହିତ ପରାମର୍ଶ କରିଲେ ଅବଶ୍ୟ ଭଲ ହେବ । ନିଜର ଅହଂଭାବ ଯୋଗୁ କୌଣସି କାର୍ଯ୍ୟ ଠିକ୍ ଭାବରେ କରିପାରିବ ନାହିଁ ।

ପୂ , ଷାଢା – ବ୍ୟବସାୟରେ ଲାଭପ୍ରଦ ହେବେ ଓ ସୌଖିନ ଦ୍ରବ୍ୟ ସଗ୍ରହ କରିବେ । ରାଜନୀତିରେ ଲୋକ ସଂପର୍କ ବୃଦ୍ଧି ସହ ଉଚ୍ଚ ପଦବୀ ପାଇବେ । ଛାତ୍ରଛାତ୍ରୀ ମାନଙ୍କ ପାଇଁ ଦିନଟି ଅତ୍ୟନ୍ତ ଶୁଭ ରହିବ ।

ଉ , ଷାଢା – ମାଲିମକନ୍ଦମାର ଶୁଣାଣି ଆପଣଙ୍କ ବିପକ୍ଷରେ ଯିବା ସହିତ ଦଣ୍ଡବିଧାନ ହୋଇ ନଥାଏ । ମହିଳାମାନେ କଳହର ସମ୍ମୁଖୀନ ହେବେ । 

ପ୍ରତିକାର – ଶ୍ରୀ ରାମ ରକ୍ଷା ସ୍ତୋତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :