• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 29th Nov 2022: ଏହି ରାଶିର ବ୍ୟକ୍ତି ଆଜି ଦୁର୍ଘଟଣାର ଶିକାର ହୋଇପାରନ୍ତି !!!

ସୌର ବିଛା ମାସ ମାର୍ଗଶିର ଶୁକ୍ଲପକ୍ଷ । ଇଂରାଜୀରେ ୨୯ ତାରିଖ ମଙ୍ଗଳବାର । ଚନ୍ଦ୍ର - ମକର ରାତ୍ରି ୦୭/୫୧ ଗତେ କୁମ୍ଭ । ତିଥି- ୬ଷ୍ଠୀ ଦିବା ୧୧/୦୪ ଗତେ ୭ମୀ । ଘାତ ଚନ୍ଦ୍ର- ସିଂହ ରାତ୍ରି ୦୭/୫୧ ଗତେ ମିଥୁନ ଓ ମୀନ । ଘାତ ବାର – ମକର । ପୁଷ୍କର ଦୋଷ – ୧ ପାଦ - କୃଷିହାନି- ଭୂମିଦାନ ଦିବା ୧୧/୦୪ ଗତେ ୨ ପାଦ ।

Taurus

ବୃଷ

Tuesday 29 Nov 2022

କୃତିକା - ବ୍ୟବସାୟୀଙ୍କୁ ଯଥେଷ୍ଟ ଲାଭ ମିଳିବ । ଭାତୃ ବିବାଦରୁ ଦୂରେଇ ଯିବ । ରାଜନେତାଙ୍କ ସାହାଯ୍ୟ ସହଯୋଗ ମାଧ୍ୟମରେ ଯଶ ସମ୍ମାନର ଅଧିକାରୀ ହେବେ ।

ରୋହିଣୀ – ସାହିତ୍ୟ, ସଙ୍ଗିତ ଓ ସୃଜନାଶୀଳତା ବୃଦ୍ଧି ପାଇବ । କର୍ମକ୍ଷେତ୍ରରେ ନିଜର ମନ ଅନୁଯାୟୀ କର୍ମ କରିବେ । ସନ୍ତାନ ମାନଙ୍କ କୃତିତ୍ୱ ପାଇଁ ଗର୍ବ ଅନୁଭବ କରିବେ ।

ମୃଗଶିରା – ସଡକ ଦୁର୍ଘଟଣାର ସମ୍ଭାବନା ରହିଛି । ମାଲିମକଦ୍ଧମାରେ ଜୟଯୁକ୍ତ ହେବେ ।

ପ୍ରତିକାର – ଶୁକ୍ରଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :