ସୌର ବିଛା ମାସ ମାର୍ଗଶିର ଶୁକ୍ଲପକ୍ଷ । ଇଂରାଜୀରେ ୨୯ ତାରିଖ ମଙ୍ଗଳବାର । ଚନ୍ଦ୍ର - ମକର ରାତ୍ରି ୦୭/୫୧ ଗତେ କୁମ୍ଭ । ତିଥି- ୬ଷ୍ଠୀ ଦିବା ୧୧/୦୪ ଗତେ ୭ମୀ । ଘାତ ଚନ୍ଦ୍ର- ସିଂହ ରାତ୍ରି ୦୭/୫୧ ଗତେ ମିଥୁନ ଓ ମୀନ । ଘାତ ବାର – ମକର । ପୁଷ୍କର ଦୋଷ – ୧ ପାଦ - କୃଷିହାନି- ଭୂମିଦାନ ଦିବା ୧୧/୦୪ ଗତେ ୨ ପାଦ ।
ଧନିଷ୍ଠା – ପାରିପାରିକ ଜୀବନ ସୁଖମୟ ହୋଇପାରେ । ଦୀର୍ଘଦିନରୁ ଭାଙ୍ଗିପଡିଥିବା କୈାଣସି ସଂପର୍କ ପୁନଃ ସ୍ଥାପିତ ହେବ । ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହୋଇପାରେ ।
ଶତଭିଷା – ଛାତ୍ରଛାତ୍ରୀ ନିଜର ଶ୍ରମ ଅନୁଯାୟୀ ଅଧିକ ଫଳ ପାଇବେ । ରାଜନୀତିରେ ଲୋକ ସଂପର୍କ ବୃଦ୍ଧି ପାଇବ । ନୂଆ କାମର ସନ୍ଧାନ ମିଳିପାରେ ।
ପୂ , ଭାଦ୍ରପଦ – ମହିଳା ମାନଙ୍କ ମନରେ ନୂଆ ଆଶା ସୃଷ୍ଟି ହେବ । ଅଦାଲତରୁ ସୁଫଳ ମିଳିପାରେ ।
ପ୍ରତିକାର – ନୀଳ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ ।
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮