• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 29th Nov 2022: ଏହି ରାଶିର ବ୍ୟକ୍ତି ଆଜି ଦୁର୍ଘଟଣାର ଶିକାର ହୋଇପାରନ୍ତି !!!

ସୌର ବିଛା ମାସ ମାର୍ଗଶିର ଶୁକ୍ଲପକ୍ଷ । ଇଂରାଜୀରେ ୨୯ ତାରିଖ ମଙ୍ଗଳବାର । ଚନ୍ଦ୍ର - ମକର ରାତ୍ରି ୦୭/୫୧ ଗତେ କୁମ୍ଭ । ତିଥି- ୬ଷ୍ଠୀ ଦିବା ୧୧/୦୪ ଗତେ ୭ମୀ । ଘାତ ଚନ୍ଦ୍ର- ସିଂହ ରାତ୍ରି ୦୭/୫୧ ଗତେ ମିଥୁନ ଓ ମୀନ । ଘାତ ବାର – ମକର । ପୁଷ୍କର ଦୋଷ – ୧ ପାଦ - କୃଷିହାନି- ଭୂମିଦାନ ଦିବା ୧୧/୦୪ ଗତେ ୨ ପାଦ ।

Sagittarius

ଧନୁ

Tuesday 29 Nov 2022

ମୂଳା – ଜୀବନସାଥିଙ୍କ ସହିତ ସମ୍ବନ୍ଧ ମଧୁର ରହିବ । ଅନ୍ୟ କାହାର ସହଯୋଗ ନପାଇଲେ ମଧ୍ୟ ଯେଉଁ କାର୍ଯ୍ୟ କରିବେ ତାହା ସୂଚାରୁ ରୂପେ କରି ପାରିବେ ।

ପୂ , ଷାଢା – ଛାତ୍ରଙ୍କୁ କୌଣସି ଅଭିଜ୍ଞ ବ୍ୟକ୍ତିଙ୍କ ଠାରୁ ଭଲ ପରାମର୍ଶ ମିଳିବ । ବ୍ୟବସାୟରେ ବାକି ପଡିଥିବା ପଇସା ପାଇବେ । ନାରୀମାନେ ରକ୍ଷଣଶୀଳ ରହିବେ ।

ଉ , ଷାଢା – ରାଜନିତିରେ ମୂଖ୍ୟ ଭୂମିକା ଗ୍ରହଣ କରିବେ । ଆଇନର ଦ୍ୱାରସ୍ଥ ହେବେ ।

ପ୍ରତିକାର – ତାରାଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :