• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12 September 2023: ଏହି ରାଶିର ବ୍ୟକ୍ତି ପ୍ରେମରେ ସଫଳତା ଲାଭ କରିବେ

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୧୨ ତାରିଖ ମଙ୍ଗଳବାର । ଚନ୍ଦ୍ର – କର୍କଟ ରାତ୍ରି ୧୧.୦୧ ଗତେ ସିଂହ । ତିଥି – ୧୩ଶୀ ରାତ୍ରି ୦୨.୨୧ ଗତେ ୧୪ଶୀ । ଘାତ ଚନ୍ଦ୍ର – ରାତ୍ରି ୧୧.୦୧ ଗତେ କର୍କ୍ରଟ ଓ ମକର । ଘାତ ବାର – ମକର ପୁଷ୍କର ଦୋଷ – ୧ ପାଦ-କୃଷିହାନି-ଭୂମିଦାନ ।

Taurus

ବୃଷ

Tuesday 12 Sep 2023

କୃତିକା- ନିଜ ସ୍ୱାସ୍ଥ୍ୟକୁ ନେଇ ଅଧିକ ଚିନ୍ତା କରନ୍ତୁ ନାହିଁ । ଗୃହରେ କୌଣସି ବ୍ୟକ୍ତିଙ୍କ ଠାରୁ ସୁଖ ସମ୍ବାଦ ପାଇବେ । କର୍ମକ୍ଷେତ୍ରରେ ପରିଶ୍ରମର ଭଲ ପରିମାଣ ପାଇବା ସହିତ ଉଚ୍ଚପଦ ପଦବୀ ପାଇବାରେ ସଫଳ ହେବେ ।

ରୋହିଣୀ- ବ୍ୟବସାୟ କ୍ଷେତ୍ରରେ ନିବେଶ କରିଲେ ଉନ୍ନତି ହେବା ସହ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ଅଯଥା ଖର୍ଚ୍ଚରୁ ନିଜକୁ ରୋକିବାକୁ ହେବ ନଚେତ ଆବଶ୍ୟକତା ସମୟରେ ଆପଣଙ୍କ ପାଖରେ ପଇସାର ଅଭାବ ଦେଖାଯାଇପାରେ । ରାଜନୀତିରେ ବରିଷ୍ଠ ବ୍ୟକ୍ତିଙ୍କ ସହିତ ସୁମ୍ପର୍କ ସ୍ଥାପନ ହେବ ।

ମୃଗଶିରା- ବିଦ୍ୟାର୍ଥୀ ମାନେ ଲେଖାପଢାରେ ମନଯୋଗ ଦେଇ ଅଧିକ ପରିଶ୍ରମ ଜାରି ରଖି ବା ଜରୁରୀ ଅଟେ । ଘରୋଇ କାର‌୍ୟ୍ୟ ଯୋଗୁଁ ଥକା ଅନୁଭବ କରିବେ । ଜଗା ,ଜମି, ଗୃହ ସମ୍ବନ୍ଧୀୟ ସମସ୍ୟାର ସମାଧାନ ହୋଇପାରେ ।

ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୬

ପ୍ରତିକାର – ମା କଟକଚଣ୍ଡିଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :