• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12 September 2023: ଏହି ରାଶିର ବ୍ୟକ୍ତି ପ୍ରେମରେ ସଫଳତା ଲାଭ କରିବେ

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୧୨ ତାରିଖ ମଙ୍ଗଳବାର । ଚନ୍ଦ୍ର – କର୍କଟ ରାତ୍ରି ୧୧.୦୧ ଗତେ ସିଂହ । ତିଥି – ୧୩ଶୀ ରାତ୍ରି ୦୨.୨୧ ଗତେ ୧୪ଶୀ । ଘାତ ଚନ୍ଦ୍ର – ରାତ୍ରି ୧୧.୦୧ ଗତେ କର୍କ୍ରଟ ଓ ମକର । ଘାତ ବାର – ମକର ପୁଷ୍କର ଦୋଷ – ୧ ପାଦ-କୃଷିହାନି-ଭୂମିଦାନ ।

Aquarius

କୁମ୍ଭ

Tuesday 12 Sep 2023

ଧନିଷ୍ଠା- କ୍ଷମତାଶାଳୀ ହେବାର ସୁଯୋଗ ଆସିବ । ବ୍ୟବସାୟରେ ନୂତନ ବ୍ୟବସାୟ କରିବାର ଆଶା ମିଳିବ । ଅପ୍ରତ୍ୟାଶିତ ସମ୍ପତି ମିଳିବାର ସୂଚନା ଅଛି । ପାରିବାରିକ ଅସ୍ୱାସ୍ଥ୍ୟ କର ପରିସ୍ଥିତିକୁ ନେଇ ଚିନ୍ତାଗ୍ରସ୍ତ ରହିବେ ।

ଶତଭିଷା- ଚାକିରିରେ ହାକିମଙ୍କ ପ୍ରତି ଭୟ ରହିବ । ବିଶିଷ୍ଠ ବ୍ୟକ୍ତିଙ୍କ ସହିତ ସମ୍ପର୍କ ବୃଦ୍ଧି ହେବ । ମହିଳା ମାନେ ବିଭିନ୍ନ ପ୍ରକାର ଲାଭର ସୌଭାଗ୍ୟ ଲାଭ କରବେ । ରାଜନୀତିରେ ନୂତନ ସମସ୍ୟାରେ ପୀଡିତ ହେବେ ।

ପୂ, ଭାଦ୍ରପଦ- ବିଦ୍ୟାର୍ଥୀ ମାନଙ୍କୁ ପଢାରେ ସମ୍ମାନ ମିଳିବା ସହିତ ବିଦେଶାଗତ ହେବାର ସୁଯୋଗ ରହିଛି । ବିବାହିତ ସମ୍ବନ୍ଧୀୟ କଥାବାର୍ତ୍ତା ବେଳେ ସଂଯମ ରଖନ୍ତୁ । ଘରକୁ ଜିନିଷ କିଣି ଅଧିକ ପଇସା ଖର୍ଚ୍ଚ କରିପାରନ୍ତି ।

ପ୍ରତିକାର – ଶନିଦେବଙ୍କ ଗାୟତ୍ରି ମନ୍ତ୍ରକୁ ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :