• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12 September 2023: ଏହି ରାଶିର ବ୍ୟକ୍ତି ପ୍ରେମରେ ସଫଳତା ଲାଭ କରିବେ

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୧୨ ତାରିଖ ମଙ୍ଗଳବାର । ଚନ୍ଦ୍ର – କର୍କଟ ରାତ୍ରି ୧୧.୦୧ ଗତେ ସିଂହ । ତିଥି – ୧୩ଶୀ ରାତ୍ରି ୦୨.୨୧ ଗତେ ୧୪ଶୀ । ଘାତ ଚନ୍ଦ୍ର – ରାତ୍ରି ୧୧.୦୧ ଗତେ କର୍କ୍ରଟ ଓ ମକର । ଘାତ ବାର – ମକର ପୁଷ୍କର ଦୋଷ – ୧ ପାଦ-କୃଷିହାନି-ଭୂମିଦାନ ।

Pisces

ମୀନ

Tuesday 12 Sep 2023

ପୂ, ଭାଦ୍ରପଦ- ଜୀବନସାଥୀଙ୍କ ସହିତ ସୁଖଦ ସନ୍ଧ୍ୟା ଅତିବାହିତ କରିବେ । କର୍ମ କ୍ଷେତ୍ରରେ ପଦୋନ୍ନତି ପାଇବାର ସୂଚନା ମିଳିବ । । ସପରିବାର ବଡ ସହରକୁ ଯିବାର ଯୋଜନା କରିପାରନ୍ତି ।

ଉ, ଭାଦ୍ରପଦ- ପୁରାତନ ରୋଗରୁ ଉପସମ ପାଇବେ । ବ୍ୟବସାୟରେ ପରିଶ୍ରମରୁ ସୁଫଳ ନପାଇ ପାରନ୍ତି । ପଢାରେ ଅଧିକ ସମୟ ବିତାଇବେ । ଜୀବନରେ ଉନ୍ନତି ସୂଚିତ ହେବ

ରେବତୀ- ନୂଆ ଲୋକଙ୍କ ସହିତ ହାତେ ମାପି ଚାଖଣ୍ଡେ ଚାଲନ୍ତୁ । ସାମାଜିକତା କ୍ଷେତ୍ରରେ ସକ୍ରିୟତା ବଢିପାରେ । ଅଚାନକ ଧନଲାଭ ହେତୁ ଆଥିକ ସ୍ଥିତି ସୁଧାର ଆସିଯିବ ଓ ଆୟ ବୃଦ୍ଧି ହେବ ।

ପ୍ରତିକାର – ଶ୍ରୀ କୃଷ୍ଣଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :