• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12 September 2023: ଏହି ରାଶିର ବ୍ୟକ୍ତି ପ୍ରେମରେ ସଫଳତା ଲାଭ କରିବେ

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୧୨ ତାରିଖ ମଙ୍ଗଳବାର । ଚନ୍ଦ୍ର – କର୍କଟ ରାତ୍ରି ୧୧.୦୧ ଗତେ ସିଂହ । ତିଥି – ୧୩ଶୀ ରାତ୍ରି ୦୨.୨୧ ଗତେ ୧୪ଶୀ । ଘାତ ଚନ୍ଦ୍ର – ରାତ୍ରି ୧୧.୦୧ ଗତେ କର୍କ୍ରଟ ଓ ମକର । ଘାତ ବାର – ମକର ପୁଷ୍କର ଦୋଷ – ୧ ପାଦ-କୃଷିହାନି-ଭୂମିଦାନ ।

Cancer

କର୍କଟ

Tuesday 12 Sep 2023

ପୁନର୍ବସୁ- ସାମାଜିକ କାର୍ଯ୍ୟରେ ରତ ହେଲେ ସାଧୁ-ସନ୍ଥ ଓ ଗୁରୁଜନଙ୍କ ଶୁଭାର୍ଶୀବାଦ ପ୍ରାପ୍ତ ହେବ । ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ କରିବେ । ନିର୍ମାଣ ମୂଳକ ଯୋଜନାରେ ଆଗେଇ ଯିବେ ।

ପୁଷ୍ୟା- ବସ୍ତ୍ରଭୂଷଣ ପ୍ରାପ୍ତି ଯୋଗ ରହିଛି । ପୁରୁଣା ସମସ୍ୟାଗୁଡ଼ିକ ତୁଟି ଯାଇଥିଲେ ମଧ୍ୟ ଆକସ୍ମିକ ଭାବେ ନୂତନ ସମସ୍ୟା ଦେଖାଦେବ । ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ ।

ଅଶ୍ଳେଷା- ଜମିରେ ନିବେଶ ପାଇଁ ଭଲ ଦିନଟିଏ । କଳା ବିଦ୍ୟା ପ୍ରତି ଆଗ୍ରହ ସୃଷ୍ଟି ହୋଇପାରେ । ଘର ଓ ଦୋକାନର ମରାମତି ପାଇଁ ଆପଣ ଯୋଜନା କରିପାରିବେ ।

ପ୍ରତିକାର – ଚନ୍ଦ୍ରଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :