• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12 September 2023: ଏହି ରାଶିର ବ୍ୟକ୍ତି ପ୍ରେମରେ ସଫଳତା ଲାଭ କରିବେ

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୧୨ ତାରିଖ ମଙ୍ଗଳବାର । ଚନ୍ଦ୍ର – କର୍କଟ ରାତ୍ରି ୧୧.୦୧ ଗତେ ସିଂହ । ତିଥି – ୧୩ଶୀ ରାତ୍ରି ୦୨.୨୧ ଗତେ ୧୪ଶୀ । ଘାତ ଚନ୍ଦ୍ର – ରାତ୍ରି ୧୧.୦୧ ଗତେ କର୍କ୍ରଟ ଓ ମକର । ଘାତ ବାର – ମକର ପୁଷ୍କର ଦୋଷ – ୧ ପାଦ-କୃଷିହାନି-ଭୂମିଦାନ ।

Libra

ତୁଳା

Tuesday 12 Sep 2023

ଚିତ୍ରା- କର୍ମକ୍ଷେତ୍ରରେ ବହୁ ସମୟ କାଟିବାକୁ ବାଧ୍ୟ ହେବେ ଓ କଳବଳ ଖଟାଇ ନିଜ ସ୍ଥାନକୁ କୌଣସି ମତେ ଦୃଢ କରିବେ । ରାଜନୀତିରେ ସୁନାମ ବଢିବା ସହ ଆୟ ଉତମ ହେବ । ସାମ୍ବାଦିକ ମାନେ ଲକ୍ଷ ଦିଗରେ ଆଗେଇବେ ।

ସ୍ୱାତୀ- ବ୍ୟବସାୟରେ ଆୟର ସ୍ରୋତ ଖୋଲିଯିବ । ଦୂର ଯାତ୍ରାରେ ଲକ୍ଷ୍ୟ ପୂରଣ କରିପାରନ୍ତି । ପ୍ରତ୍ୟେକ ପ୍ରତିବନ୍ଧକକୁ ସମ୍ମୁଖୀନ କରି ଆଗେଇ ବାକୁ ବାଧ୍ୟ ହେବେ ।

ବିଶାଖା- ଶିକ୍ଷାତ୍ରୀମାନେ ଦେଇଥିବା ପରିକ୍ଷାରେ କୃତକାର୍ଯ୍ୟ ହେବେ । ସାମାଜିକ ଗତିବିଧିରେ ସକ୍ରିୟ ଭୂମିକା ନିର୍ବାହ କରିବେ । ଚଳଚ୍ଚିତ୍ର କ୍ଷେତ୍ରରେ ସମସ୍ୟା ଦେଖାଦେବ ।

ପ୍ରତିକାର – ଭାର୍ଗବିଙ୍କର ଫଟକୁ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :