• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12 September 2023: ଏହି ରାଶିର ବ୍ୟକ୍ତି ପ୍ରେମରେ ସଫଳତା ଲାଭ କରିବେ

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୧୨ ତାରିଖ ମଙ୍ଗଳବାର । ଚନ୍ଦ୍ର – କର୍କଟ ରାତ୍ରି ୧୧.୦୧ ଗତେ ସିଂହ । ତିଥି – ୧୩ଶୀ ରାତ୍ରି ୦୨.୨୧ ଗତେ ୧୪ଶୀ । ଘାତ ଚନ୍ଦ୍ର – ରାତ୍ରି ୧୧.୦୧ ଗତେ କର୍କ୍ରଟ ଓ ମକର । ଘାତ ବାର – ମକର ପୁଷ୍କର ଦୋଷ – ୧ ପାଦ-କୃଷିହାନି-ଭୂମିଦାନ ।

Sagittarius

ଧନୁ

Tuesday 12 Sep 2023

ମୂଳା- ଗୋଡରେ କିଛି ସମସ୍ୟା ଦେଖାଦେବ । ବନ୍ଧୁମାନଙ୍କର ଅପପ୍ରଚାରରୁ ମାନସିକ ଅଶାନ୍ତି ଦେଖାଦେଇ ପାରେ । ଦୂରଯାତ୍ରାରେ ଲକ୍ଷଣ ପୂରଣ କରିପାରନ୍ତି ।

ପୂ, ଷାଢା- ବେପାରବୃତିରେ ସଫଳତା ହାସଲ କରିବେ । କଳାବିଦ୍ୟା ପ୍ରତି ଆଗ୍ରହ ସୃଷ୍ଟି ହୋଇପାରେ । ରାଜନୀତିରେ କୈାଣସି ପଦ ବ୍ୟକ୍ତିଙ୍କ ସାନିଧ୍ୟ ପାପାରନ୍ତି ।

ଉ, ଷାଢା- କଳା ବିଦ୍ୟା ପ୍ରତି ଆଗ୍ରହ ସୃଷ୍ଟି ହୋଇପାରନ୍ତି । ଗୃହିଣୀ ମାନେ ଗୃହପୋକରଣ ସଂଗ୍ରହ କରି ପାରନ୍ତି । ସଭା ସମିତି ପ୍ରଭୁତିରୁ ଆଶ୍ଵସ୍ଥି ଲାଭ କରିବେ ।

ପ୍ରତିକାର – ହନୁମାନଙ୍କ ପୂଜାପାଠ ସହିତ ମନ୍ତ୍ର ଜପ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :