• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12 September 2023: ଏହି ରାଶିର ବ୍ୟକ୍ତି ପ୍ରେମରେ ସଫଳତା ଲାଭ କରିବେ

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୧୨ ତାରିଖ ମଙ୍ଗଳବାର । ଚନ୍ଦ୍ର – କର୍କଟ ରାତ୍ରି ୧୧.୦୧ ଗତେ ସିଂହ । ତିଥି – ୧୩ଶୀ ରାତ୍ରି ୦୨.୨୧ ଗତେ ୧୪ଶୀ । ଘାତ ଚନ୍ଦ୍ର – ରାତ୍ରି ୧୧.୦୧ ଗତେ କର୍କ୍ରଟ ଓ ମକର । ଘାତ ବାର – ମକର ପୁଷ୍କର ଦୋଷ – ୧ ପାଦ-କୃଷିହାନି-ଭୂମିଦାନ ।

Capricorn

ମକର

Tuesday 12 Sep 2023

ଉ, ଷାଢା- ପ୍ରେମକ୍ଷେତ୍ରରେ ସଫଳତା ଲାଭ କରିବେ । ବ୍ୟବସାୟୀ ମାନେ ଆଜି ବ୍ୟବସାୟରେ ଲାଭାଂଶ କମାଇବେ । ନିକଟ ସମ୍ପର୍କୀୟଙ୍କ ଠାରୁ ସାହାଯ୍ୟ ପାଇ ଖୁସି ହେବେ ।

ଶ୍ରବଣା- କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସାହାଯ୍ୟ ପାଇବେ । ଆଜି କୈାଣସି ଆନୁଷ୍ଠାନିକ କାମରେ ନିୟ୍ୟେଜିତ ରହିବେ । ଶିକ୍ଷାତ୍ରୀମାନେ ଦେଇଥିବା ପରୀକ୍ଷାରେ କୃତକାର୍ଯ୍ୟ ହେବେ ।

ଧନିଷ୍ଠା- ଋଣ କ୍ଷେତ୍ରରେ ଅର୍ଥ ଲାଭ କରିବେ । ପୁରୁଣା ଗାଡି ବିକିବାରେ ମନ ବଳାଇବେ । ପିଲାମାନଙ୍କ କାର୍ଯ୍ୟରେ ଆନନ୍ଦିତ ହେବେ । ଦୂରଯାତ୍ରା କରି ମନ ଖୁସି ରହିବ ।

ପ୍ରତିକାର – କାଳିଙ୍କ ଯନ୍ତ୍ରିକା ମହା କବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :