Daily Horoscope 12 September 2023: ଏହି ରାଶିର ବ୍ୟକ୍ତି ପ୍ରେମରେ ସଫଳତା ଲାଭ କରିବେ

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୧୨ ତାରିଖ ମଙ୍ଗଳବାର । ଚନ୍ଦ୍ର – କର୍କଟ ରାତ୍ରି ୧୧.୦୧ ଗତେ ସିଂହ । ତିଥି – ୧୩ଶୀ ରାତ୍ରି ୦୨.୨୧ ଗତେ ୧୪ଶୀ । ଘାତ ଚନ୍ଦ୍ର – ରାତ୍ରି ୧୧.୦୧ ଗତେ କର୍କ୍ରଟ ଓ ମକର । ଘାତ ବାର – ମକର ପୁଷ୍କର ଦୋଷ – ୧ ପାଦ-କୃଷିହାନି-ଭୂମିଦାନ ।

Aries

ମେଷ

Tuesday 12 Sep 2023

ଅଶ୍ୱନୀ- ପାରିବାରିକ କ୍ଷେତ୍ରରେ ଆର୍ଥିକ ସଙ୍କଟ ଦୂରେଇଯିବା ଫଳରେ ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ । ଆଧ୍ୟାତ୍ମିକ ଓ ଧର୍ମ କାର୍ଯ୍ୟରେ ଲିପ୍ତ ରହିବେ । ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ଲାଗି ରହିବ ।

ଦ୍ୱିଜା -ବିଦେଶ ଯାତ୍ରାର ସୁଯୋଗ ଆସିବ ଏବଂ ଲାଭବାନ୍ ହେବେ । ବିବାହ ଆଦି ଶୁଭକର୍ମରେ ଯୋଗ ଦେଇ ପାରନ୍ତି । କ୍ୟାରିୟର କ୍ଷେତ୍ରରେ ବିଶେଷ ଧ୍ୟାନ ହେବା ଦରକାର ।

କୃତିକା- ରାଜନୀତି କ୍ଷେତ୍ରରେ କୌଶଳପୂର୍ଣ୍ଣ କାର୍ଯ୍ୟ କରିବେ । ନିଜର ଧନ ସମ୍ପତ୍ତିକୁ ସୁରକ୍ଷିତ ରଖିବାପାଇଁ ଚେଷ୍ଟା କରନ୍ତୁ । ନୂଆ ଗୃହ ନିର୍ମାଣ କରିବାର ସୁଯୋଗ ଆସିପାରେ ।

ପ୍ରତିକାର - ଓଁ ହ୍ରୀଂ ଶ୍ରୀଂ ମଙ୍ଗଳାୟ ନମଃ ଜପ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :