• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 8th September 2023 : ଏହି ରାଶିର ବ୍ୟକ୍ତି‌‌ଙ୍କର ଅଚାନକ ଧନଲାଭର ଯୋଗ ରହିଛି..

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୮ ତାରିଖ ଶୁକ୍ରବାର । ଚନ୍ଦ୍ର – ମିଥୁନ ଅହରାତ୍ର । ତିଥି – ୯ମୀ ସନ୍ଧ୍ୟା ୦୫.୩୦ ଗତେ ୧୦ମୀ । ଘାତ ଚନ୍ଦ୍ର - କନ୍ୟା ରାଶିର ଅହରାତ୍ର । ଘାତ ବାର – ବିଛା,ଧନୁ ଓ ମୀନ । ପୁଷ୍କର ଦୋଷ – ନାସ୍ତି ।

Gemini

ମିଥୁନ

Friday 08 Sep 2023

ମୃଗଶିରା- ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ । ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ । କଠିନ ପରିଶ୍ରମ କରିବା ଦ୍ୱାରା ଯଶ ମାନ ସମ୍ମାନ ମିଳିବ ।

ଆଦ୍ରା - ଶିକ୍ଷାରେ ପ୍ରଗତି ହେବାରେ ସମ୍ଭାବନା ଅଛି । ରାଜନିତିରେ ବିଶେଷ ବ୍ୟକ୍ତିଙ୍କ ଠାରୁ ପରାମର୍ଶ ନିଅନ୍ତୁ । ଆଚାର ବ୍ୟବହାର , କଥାବାର୍ତ୍ତାରେ ଆୟତ ନରଖିଲେ ଅସୁବିଧାରେ ପଡିପାରନ୍ତି ।

ପୁନର୍ବସୁ - ଚାକିରୀ କ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ସହିତ ବିରୋଧି ଭାବର ଅବସାନ ଘଟିବ ଏବଂ କାର୍ଯ୍ୟକ୍ଷେତ୍ରରେ ପରିବର୍ତ୍ତନ ହେବ । ସାମ୍ବାଦିକମାନେ କୌଣସି ଶୁଭ ସମାଚାର ଶୁଣିବାକୁ ପାଇବେ ।

ପ୍ରତିକାର –ଦର୍ତାତ୍ରେୟଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :