• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 8th September 2023 : ଏହି ରାଶିର ବ୍ୟକ୍ତି‌‌ଙ୍କର ଅଚାନକ ଧନଲାଭର ଯୋଗ ରହିଛି..

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୮ ତାରିଖ ଶୁକ୍ରବାର । ଚନ୍ଦ୍ର – ମିଥୁନ ଅହରାତ୍ର । ତିଥି – ୯ମୀ ସନ୍ଧ୍ୟା ୦୫.୩୦ ଗତେ ୧୦ମୀ । ଘାତ ଚନ୍ଦ୍ର - କନ୍ୟା ରାଶିର ଅହରାତ୍ର । ଘାତ ବାର – ବିଛା,ଧନୁ ଓ ମୀନ । ପୁଷ୍କର ଦୋଷ – ନାସ୍ତି ।

Cancer

କର୍କଟ

Friday 08 Sep 2023

ପୁନର୍ବସୁ- କର୍ମ କ୍ଷେତ୍ରରେ ପ୍ରସିଦ୍ଧି ଲାଭ କରିବେ । କୌଣସି ମାଙ୍ଗଳିକ କାର୍ଯ୍ୟରେ ଯୋଗ ଦେଇ ଆନନ୍ଦ ପାଇବେ । ଦୀର୍ଘ ଦିନର ସମସ୍ୟା ଦୂର ହୋଇଯିବ । ଆପଣ ନିଜ କଥାରେ ଲୋକଙ୍କ ମନ ଜିତି ପାରିବେ ।

ପୁଷ୍ୟା- ଜରୁରୀ କାମରେ ଦୂର ସ୍ଥାନକୁ ଯାଇପାରନ୍ତି । ପରିସ୍ଥିତିରେ ପଡି ଅନ୍ୟମାନଙ୍କୁ ଭୁଲ ବୁଝିବେ । ପ୍ରସାଶନିକ ସ୍ତରରେ ଅଭିଯୋଗ ଆସିପାରେ । ଅଚାନକ କୌଣସି ପୁରୁଣା ବନ୍ଧୁ ଦେଖାହେବେ ।

ଅଶ୍ଳେଷା- ଆପଣଙ୍କୁ ନିଜ ପ୍ରତିଭାରୁ ଯଥେଷ୍ଟ ଲାଭ ମିଳିବ । ଜୀବନସାଥୀ ଓ ପରିଜନଙ୍କ ସ୍ନେହ ପାଇବେ । ଜମି ସମସ୍ୟା ସମାଧାନ ହେବ । ଆପଣ ନିଜ କାମରେ ସଫଳତା ପାଇବେ ।

ପ୍ରତିକାର – ଭୂବନେଶ୍ୱରୀ ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :