• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 8th September 2023 : ଏହି ରାଶିର ବ୍ୟକ୍ତି‌‌ଙ୍କର ଅଚାନକ ଧନଲାଭର ଯୋଗ ରହିଛି..

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୮ ତାରିଖ ଶୁକ୍ରବାର । ଚନ୍ଦ୍ର – ମିଥୁନ ଅହରାତ୍ର । ତିଥି – ୯ମୀ ସନ୍ଧ୍ୟା ୦୫.୩୦ ଗତେ ୧୦ମୀ । ଘାତ ଚନ୍ଦ୍ର - କନ୍ୟା ରାଶିର ଅହରାତ୍ର । ଘାତ ବାର – ବିଛା,ଧନୁ ଓ ମୀନ । ପୁଷ୍କର ଦୋଷ – ନାସ୍ତି ।

Leo

ସିଂହ

Friday 08 Sep 2023

ମଘା –ପରିବାର ସଦସ୍ୟଙ୍କ ସହିତ ଆପଣଙ୍କର ଆଚରଣ ଭଲ ରହିବ । କ୍ଷମତାଶାଳୀ ହେବାର ସୁଯୋଗ ଆସିବ । ବ୍ୟବସାୟରେ ନୂତନ ବ୍ୟବସାୟ କରିବାର ଆଶା ମିଳିବ ।

ପୂ , ଫାଲଗୁନୀ - ଅଫିସ୍ କାମରେ ବ୍ୟସ୍ତ ରହିବେ । ରାଜନିତିରେ କିଛି ବିଶେଷ କଥା ଆଲୋଚନା କରିବେ ଜୀବନରେ ନୂଆ ସଂକେତ ମିଳିପାରେ । ବନ୍ଧୁ, ପରିଜନକୁ ନିଜର ମନ କଥା କୁହନ୍ତୁ । କୌଣସି କାମରେ ଯଥେଷ୍ଟ ଲାଭ ହେବ ।

ଉ ,ଫାଲଗୁନୀ – କୋର୍ଟ ମାମଲାରେ ଲାଭ ହେବ । ମହିଳାମାନେ ଉଚ୍ଚ ଶିକ୍ଷା ଗ୍ରହଣ କରିବେ । ବିବାହିତ ସମ୍ବନ୍ଧୀୟ କଥାବାର୍ତ୍ତା ବେଳେ ସଂଯମ ରଖନ୍ତୁ । ଘରକୁ ଜିନିଷ କିଣି ଅଧିକ ପଇସା ଖର୍ଚ୍ଚ କରିପାରନ୍ତି ।

ପ୍ରତିକାର – ଓଁ ହ୍ରୀଂ ହ୍ରୀଂ ରାଂ ରାମାୟ ନମଃ ଜପ କରନ୍ତୁ ।

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :