• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 8th September 2023 : ଏହି ରାଶିର ବ୍ୟକ୍ତି‌‌ଙ୍କର ଅଚାନକ ଧନଲାଭର ଯୋଗ ରହିଛି..

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୮ ତାରିଖ ଶୁକ୍ରବାର । ଚନ୍ଦ୍ର – ମିଥୁନ ଅହରାତ୍ର । ତିଥି – ୯ମୀ ସନ୍ଧ୍ୟା ୦୫.୩୦ ଗତେ ୧୦ମୀ । ଘାତ ଚନ୍ଦ୍ର - କନ୍ୟା ରାଶିର ଅହରାତ୍ର । ଘାତ ବାର – ବିଛା,ଧନୁ ଓ ମୀନ । ପୁଷ୍କର ଦୋଷ – ନାସ୍ତି ।

Sagittarius

ଧନୁ

Friday 08 Sep 2023

ମୂଳା – ଘରେ କୈାଣସି ଧାର୍ମିକ କାର୍ଯ୍ୟର ରୂପରେଖ ତିଆରି କରି ପାରନ୍ତି । ପରିସ୍ଥିତିରେ ପଡି ଅନ୍ୟମାନଙ୍କୁ ଭୁଲ ବୁଝିବେ। କୌଣସି ଅସୁବିଧା ନଥିଲେ ମଧ୍ୟ ଅଯଥାରେ ଏଣୁ ତେଣୁ ଗୁଡାଏ ଚିନ୍ତାକରି ବିବ୍ରତ ହୁଅନ୍ତୁ ନାହିଁ ।

ପୂ , ଷାଢା –ରାଜନୀତିରେ ଆଲୋଚନାରେ ନିଜକୁ ସାମିଲ କରିବେ । କର୍ମକ୍ଷେତ୍ରରେ ସନ୍ଦେହଜନକ ବାତାବରଣ ମଧ୍ୟରେ ଅଣନିଶ୍ୱାସୀ ହେବାକୁ ପଡିପାରେ । କେତେକ କ୍ଷେତ୍ରରେ ସଂଘର୍ଷମୟ ପରିସ୍ଥିତିର ଦୃଢ ମୁକାବିଲା କରିବାକୁ ପଡିପାରେ ।

ଉ , ଷାଢା –ନିଜ ପରିସରରେ ସବୁ କିଛିକୁ ହାଲୁକା ଭାବେ ଗ୍ରହଣ କରିଲେ ଅସୁବିଧାରେ ପଡିପାରନ୍ତି । ଆବଶ୍ୟକତା ପୂରଣ କରିବା ସକାଶେ ଟଙ୍କା,ପଇସା ଧାର କରିପାରନ୍ତି ।

ପ୍ରତିକାର – ଶ୍ରୀ ରାମଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :