Daily Horoscope 8th September 2023 : ଏହି ରାଶିର ବ୍ୟକ୍ତି‌‌ଙ୍କର ଅଚାନକ ଧନଲାଭର ଯୋଗ ରହିଛି..

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୮ ତାରିଖ ଶୁକ୍ରବାର । ଚନ୍ଦ୍ର – ମିଥୁନ ଅହରାତ୍ର । ତିଥି – ୯ମୀ ସନ୍ଧ୍ୟା ୦୫.୩୦ ଗତେ ୧୦ମୀ । ଘାତ ଚନ୍ଦ୍ର - କନ୍ୟା ରାଶିର ଅହରାତ୍ର । ଘାତ ବାର – ବିଛା,ଧନୁ ଓ ମୀନ । ପୁଷ୍କର ଦୋଷ – ନାସ୍ତି ।

Aries

ମେଷ

Friday 08 Sep 2023

ଅଶ୍ୱନୀ – ସନ୍ତାନ ପକ୍ଷରୁ ଶୁଭ ଖବର ପାଇବେ । ପର୍ଯ୍ୟଟନ କ୍ଷେତ୍ରରେ ଥିବା ଲୋକଙ୍କ ଲାଗି ଧନଲାଭର ଯୋଗ ଅଛି । ଯାତାୟତ ସମୟରେ ସାବଧାନତା ଅବଲମ୍ବନ କରନ୍ତୁ । ପ୍ରେମିକପ୍ରେମିକା ମାନେ ବିଶ୍ୱାସଭାଜନ ହେବେ ।

ଦ୍ୱିଜା –ରାଜନୀତିରେ ସାହାସିକ ପଦକ୍ଷପ ନେଇ ଆଗକୁ ଅତିକ୍ରମ କରିବେ । ଅଫିସ୍ କାମରେ ସଂପୂର୍ଣ୍ଣ ବ୍ୟସ୍ତ ରହିବେ । ସାମାଜିକ କାର‌୍ୟ୍ୟରେ ଆପଣଙ୍କ ରୁଚି ବଢିବ । ଖେଳାଳିଙ୍କ ଲାଗି ଦିନଟି ଭଲ ରହିବ ।

କୃତିକା – କୋର୍ଟ କଚେରୀ ମାମଲାରେ ଖର୍ଚ୍ଚାନ୍ତ ହୋଇ ପାରନ୍ତି । ପ୍ରିୟ ବ୍ୟକ୍ତିଙ୍କୁ ହରାଇ ମାନସିକ ଅସ୍ଥିରତା ଅନୁଭବ କରିବାକୁ ପଡିପାରେ । ଛାତ୍ରଛାତ୍ରୀ ମାନେ ଖେଳ,କୁଦ ରେ ରୁଚି ବଢାଇବେ ।

ପ୍ରତିକାର - ହନୁମାନଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :