• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 9th January 2023: ଆଜି ଏହି ରାଶିର ବ୍ୟକ୍ତି ରାଜନୀତିରେ ସଫଳତା ପାଇବେ

ସୈାର ଧନୁ ମାସ ମାଘ ମାସ କୃଷ୍ଣପକ୍ଷ । ଇଂରାଜୀରେ ୯ ତାରିଖ ସୋମବାର । ଚନ୍ଦ୍ର – କର୍କଟ ଅହୋରାତ୍ର,ତିଥି - ୨ୟା ଦିବା ୦୯.୩୯ ଗତେ ୩ୟା,ଘାତ ଚନ୍ଦ୍ର - ନାସ୍ତି ଘାତ ବାର – ମିଥୁନ,ପୁଷ୍କର ଦୋଷ – ୧ପାଦ - ପଶୁସମ୍ପଦ ନାଶ- ଅନ୍ନ ଦାନ ଦିବା ୦୯.୩୯ ପର୍ଯ୍ୟନ୍ତ ।

Aries

ମେଷ

Monday 09 Jan 2023

ଅଶ୍ୱନୀ- ଗାଡି, ମଟର ଚଳାଇବା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ ନ ହେଲେ ଅସୁବିଧାରେ ପଡିପାରନ୍ତି । କର୍ମ କ୍ଷେତ୍ରରେ ସହଭାଗୀ ମାନଙ୍କ ସହ ଖୁସିରେ କାମ କରିବେ । ବ୍ୟବସାୟରେ ବାକି ପଡିଥିବା ଅର୍ଥ ପାଇବେ । ମହିଳା ମାନେ ମଧ୍ୟ କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ ଓ ପ୍ରଂଶସା ପାଇବେ ।

କୃତିକା- ଘରେ ମାଙ୍ଗଳିକ କାର‌୍ୟ୍ୟ କରିବା ପାଇଁ ବିଚାର କରିବେ । ଆପଣଙ୍କ ଜୀବନ ସାଥୀଙ୍କ ସହିତ ସମ୍ପର୍କ ମଧୁର ରହିବ । କୈାଣସି ବଡ ବିନିଯୋଗ କରିବା ସହିତ ଆର୍ଥିକ ଅଭିବୃଦ୍ଧି ଘଟିବ । କ୍ୟାରିୟରରେ ସଠିକ୍ ଦିଗରେ ଯିବା ପାଈଁ ଚେଷ୍ଟା କରିବେ ।

ଦ୍ୱିଜା- ରାଜନୀତିରେ ଆଗକୁ ଯିବେ । ମହିଳା ମାନେ ଅନ୍ୟକୁ ଦେଇଥିବା ପ୍ରତିସୃତି ରକ୍ଷା କରିପାରିବେ ନାହିଁ । ଆପଣଙ୍କୁ ନୂଆ ଦାୟିତ୍ୱ ମିଳିପାରେ । ମସ୍ତିଷ୍କରୁ ଲାଗି ରହିଥିବା ସବୁ ଚିନ୍ତା ସମାପ୍ତ ହେବ

ପ୍ରତିକାର - ଓଁ ହ୍ରୀଂ ଶ୍ରୀଂ ମଙ୍ଗଳାୟ ନମଃ ଜପ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :