• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 9th January 2023: ଆଜି ଏହି ରାଶିର ବ୍ୟକ୍ତି ରାଜନୀତିରେ ସଫଳତା ପାଇବେ

ସୈାର ଧନୁ ମାସ ମାଘ ମାସ କୃଷ୍ଣପକ୍ଷ । ଇଂରାଜୀରେ ୯ ତାରିଖ ସୋମବାର । ଚନ୍ଦ୍ର – କର୍କଟ ଅହୋରାତ୍ର,ତିଥି - ୨ୟା ଦିବା ୦୯.୩୯ ଗତେ ୩ୟା,ଘାତ ଚନ୍ଦ୍ର - ନାସ୍ତି ଘାତ ବାର – ମିଥୁନ,ପୁଷ୍କର ଦୋଷ – ୧ପାଦ - ପଶୁସମ୍ପଦ ନାଶ- ଅନ୍ନ ଦାନ ଦିବା ୦୯.୩୯ ପର୍ଯ୍ୟନ୍ତ ।

Taurus

ବୃଷ

Monday 09 Jan 2023

କୃତିକା- ଜୀବାଣୁ ଜନିତ ସମସ୍ୟା ଆପଣଙ୍କୁ ଅସୁବିଧାରେ ପକାଇ ପାରେ ତେଣୁ ସାବଧାନ ରୁହନ୍ତୁ । ବ୍ୟବସାୟରେ ଉନ୍ନତି ପାଇଁ ନୂଆ ପଦକ୍ଷେପ ଗ୍ରହଣ କରିବେ । ନିଜ ପରିବାରକୁ ଅଧିକ ସମୟ ଦେବା ସହିତ ହସ ଖୁସିରେ ସମୟ କାଟିବେ । ପ୍ରେମ ସମ୍ପର୍କକୁ ଦୃଢ କରିବେ ।

ରୋହିଣୀ - ସମ୍ପତି କ୍ରୟ କରିବାର ସୁଯୋଗ ପାଇବେ । ବିଦ୍ୟାର୍ଥୀ କୈାଣସି ପ୍ରତିଯୋଗିତାମୂଳକ ପରୀକ୍ଷା ପାଇଁ ଫର୍ମ ଭରିବେ । ବାଦବିବାଦ କ୍ଷେତ୍ରରେ ବିଜୟୀ ହେବେ । ରାଜନୀତିରେ ସକ୍ରିୟ ଭୂମିକା ନିର୍ବାହ କରିବେ

ମୃଗଶିରା- ମହିଳା ମାନେ ସୁଖଭାଗିନୀ ହେବେ । କର୍ତୁପକ୍ଷ ଆପଣଙ୍କୁ କୈାଣସି ବଡ ଦାୟିତ୍ୱ ଦେବେ । କୈାଣସି ମୂଲ୍ୟବାନ ଦ୍ରବ୍ୟ ଘରକୁ ଆଣିବେ । ଦୀର୍ଘଦିନର ଆଶା ପୂରଣ ହୋଇପାରେ

ପ୍ରତିକାର – ମାଆ କଟକଚଣ୍ଡିଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :