• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 9th January 2023: ଆଜି ଏହି ରାଶିର ବ୍ୟକ୍ତି ରାଜନୀତିରେ ସଫଳତା ପାଇବେ

ସୈାର ଧନୁ ମାସ ମାଘ ମାସ କୃଷ୍ଣପକ୍ଷ । ଇଂରାଜୀରେ ୯ ତାରିଖ ସୋମବାର । ଚନ୍ଦ୍ର – କର୍କଟ ଅହୋରାତ୍ର,ତିଥି - ୨ୟା ଦିବା ୦୯.୩୯ ଗତେ ୩ୟା,ଘାତ ଚନ୍ଦ୍ର - ନାସ୍ତି ଘାତ ବାର – ମିଥୁନ,ପୁଷ୍କର ଦୋଷ – ୧ପାଦ - ପଶୁସମ୍ପଦ ନାଶ- ଅନ୍ନ ଦାନ ଦିବା ୦୯.୩୯ ପର୍ଯ୍ୟନ୍ତ ।

Pisces

ମୀନ

Monday 09 Jan 2023

ପୂ, ଭାଦ୍ରପଦ- ଯାନବାହନରୁ ପତନର ଯୋଗ ରହିଅଛି । ଚାକିରୀ କ୍ଷେତ୍ରରେ ଭଲ ବେତନ ପାଇବେ । ଜୀବନସାଥୀଙ୍କ ମଧ୍ୟରେ ସାମାନ୍ୟ ତିକ୍ତତା ଦେଖା ଦେଇପାରେ । ପରିବାରରେ ଆପଣଙ୍କ ଗୁରୁତ୍ୱ ବୃଦ୍ଧି ପାଇବ ।

ଉ, ଭାଦ୍ରପଦ- ସମ୍ପତି ବାଡିକୁ ନେଇ ସାମାନ୍ୟ ଚିନ୍ତା ଦେଖାଦେଇପାରେ । କ୍ୟାରିୟରକୁ ନେଇ ଗର୍ବିତ ଅନୁଭବ କରିବେ । ସମାନ ବିଚାର ଧାରା ଲୋକଙ୍କ ସହିତ ଭେଟ ହେବା ଫଳରେ ଧର୍ମ କାର‌୍ୟ୍ୟରେ ନିୟୋଜିତ ହୋଇପାରନ୍ତି

ରେବତୀ- ନୂତନ ପୋଷାକ ଅଳଙ୍କାର ନିଜପାଇଁ କିଣି ପାରନ୍ତି । ଧର‌୍ୟ୍ୟର ସହିତ ସବୁ କାର‌୍ୟ୍ୟକୁ ସମାଧାନ କରିପାରିବେ । ନାନା ଭାବନା ଓ ଦ୍ୱିଧାଭାବ ଭିତରେ ଗତି କରି ପାରନ୍ତି । ପ୍ରତିଷ୍ଠିତ ଲୋକଙ୍କ ସହିତ ସୁସଂପର୍କ ସ୍ଥାପନ ହେବ ।

ପ୍ରତିକାର – ବୃହସ୍ପତିଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :