• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 9th January 2023: ଆଜି ଏହି ରାଶିର ବ୍ୟକ୍ତି ରାଜନୀତିରେ ସଫଳତା ପାଇବେ

ସୈାର ଧନୁ ମାସ ମାଘ ମାସ କୃଷ୍ଣପକ୍ଷ । ଇଂରାଜୀରେ ୯ ତାରିଖ ସୋମବାର । ଚନ୍ଦ୍ର – କର୍କଟ ଅହୋରାତ୍ର,ତିଥି - ୨ୟା ଦିବା ୦୯.୩୯ ଗତେ ୩ୟା,ଘାତ ଚନ୍ଦ୍ର - ନାସ୍ତି ଘାତ ବାର – ମିଥୁନ,ପୁଷ୍କର ଦୋଷ – ୧ପାଦ - ପଶୁସମ୍ପଦ ନାଶ- ଅନ୍ନ ଦାନ ଦିବା ୦୯.୩୯ ପର୍ଯ୍ୟନ୍ତ ।

Gemini

ମିଥୁନ

Monday 09 Jan 2023

ମୃଗଶିରା- ଶରୀରର ନିମ୍ନାଂଶରେ କିଛି ସମସ୍ୟା ଦେଖାଦେଇପାରେ । ନିଜର ବ୍ୟବସାୟକୁ ବିସ୍ତାର କରିବା ପାଇଁ ପଦକ୍ଷପ ନେବେ । ଚାକିରୀ କ୍ଷେତ୍ରରେ ଆପଣଙ୍କ କାମକୁ ନେଇ ସହକର୍ମି ମାନେ ବିରୋଧ କରିପାରନ୍ତି ।

ଆଦ୍ରା- ସପଂର୍କୀୟ ମାନଙ୍କ ସହିତ ବନ୍ଧୁତା ସ୍ୱତରେ ଆବଦ୍ଧ ହୋଇ ପାରନ୍ତି । ଜୀବନ ସାଥୀଙ୍କ ମଙ୍ଗଳ ଓ ତାଙ୍କର ଭାବନାକୁ ବିଚାର କରି କାର୍ଯ୍ୟ କରିବେ ଓ ଦାମ୍ପତ୍ୟ ଜୀବନରେ ମଧୁରତା ଆଣିବେ ।

ପୁନର୍ବସୁ- ଗୃହ ନିର୍ମାଣ ବ୍ୟବସାୟ କ୍ଷେତ୍ରରେ ସଫଳତା ଲାଭ କରିବେ । ଜମିଜମା କ୍ଷେତ୍ରରେ ନୂତନ ଚୁକ୍ତିପତ୍ର ସ୍ୱାକ୍ଷର କରିପାରନ୍ତି । ବିଦ୍ୟାର୍ଥୀ କ୍ୟାରୀୟରରେ ଉନ୍ନତି ପାଇଁ ଅଧିକ ପରିଶ୍ରମ କରିବେ ।

ପ୍ରତିକାର – ମାଆ ଦତାତ୍ରେୟଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :