• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 9th January 2023: ଆଜି ଏହି ରାଶିର ବ୍ୟକ୍ତି ରାଜନୀତିରେ ସଫଳତା ପାଇବେ

ସୈାର ଧନୁ ମାସ ମାଘ ମାସ କୃଷ୍ଣପକ୍ଷ । ଇଂରାଜୀରେ ୯ ତାରିଖ ସୋମବାର । ଚନ୍ଦ୍ର – କର୍କଟ ଅହୋରାତ୍ର,ତିଥି - ୨ୟା ଦିବା ୦୯.୩୯ ଗତେ ୩ୟା,ଘାତ ଚନ୍ଦ୍ର - ନାସ୍ତି ଘାତ ବାର – ମିଥୁନ,ପୁଷ୍କର ଦୋଷ – ୧ପାଦ - ପଶୁସମ୍ପଦ ନାଶ- ଅନ୍ନ ଦାନ ଦିବା ୦୯.୩୯ ପର୍ଯ୍ୟନ୍ତ ।

Leo

ସିଂହ

Monday 09 Jan 2023

ମଘା- ସ୍ୱାସ୍ଥ୍ୟ ପାଇଁ ସତର୍କତା ଅବଲମ୍ବନ କରିବାକୁ ପଡିବ । ବ୍ୟବସାୟ ,ବାଣିଜ୍ୟ କ୍ଷେତ୍ରରେ ଶୁଭ ଫଳ ପାଇପାରନ୍ତି । ଅଫିସ୍ କାମ ପୂରା କରିବାରେ ସଂପୂର୍ଣ୍ଣ ସଫଳ ହେବେ । ପରିବାର ଭିତରେ ଖୁସିର ବାତାବରଣ ସୃଷ୍ଟି ହେବ ।

ପୂ- ଫାଲ୍‌ଗୁନୀ- ସେୟାର ବଜାରରେ ଅର୍ଥ ନିବେଶ କରି ଲାଭାଂଶ କମାଇବେ । ଆଗ୍ରହି ବିଷୟଗୁଡିକ ଅଧ୍ୟୟନ କରିବାରେ ସୁଯୋଗ ପାଇବେ । ଯାନବାହନ, ବ୍ୟବସାୟରେ ସଫଳତା ଲାଭ କରିବେ ।

ଉ- ଫାଲ୍‌ଗୁନୀ- ରାଜନୈତିକ କ୍ଷେତ୍ରରେ ପ୍ରବଳ ଲୋକ ସମର୍ଥନ ମିଳିବ । ଗୃହବାହନ ସମ୍ବନ୍ଧୀୟ ସମସ୍ୟା ସମାଧାନ ହୋଇଯିବ । ମନକୁ ଆଘାତ ଲାଗିଲାପରି କଥା ଶୁଣିବାକୁ ପାଇ ପାରନ୍ତି ।

ପ୍ରତିକାର – ଶ୍ରୀ ମାତଙ୍ଗିଙ୍କ ଯନ୍ତ୍ର ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :