• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 9th January 2023: ଆଜି ଏହି ରାଶିର ବ୍ୟକ୍ତି ରାଜନୀତିରେ ସଫଳତା ପାଇବେ

ସୈାର ଧନୁ ମାସ ମାଘ ମାସ କୃଷ୍ଣପକ୍ଷ । ଇଂରାଜୀରେ ୯ ତାରିଖ ସୋମବାର । ଚନ୍ଦ୍ର – କର୍କଟ ଅହୋରାତ୍ର,ତିଥି - ୨ୟା ଦିବା ୦୯.୩୯ ଗତେ ୩ୟା,ଘାତ ଚନ୍ଦ୍ର - ନାସ୍ତି ଘାତ ବାର – ମିଥୁନ,ପୁଷ୍କର ଦୋଷ – ୧ପାଦ - ପଶୁସମ୍ପଦ ନାଶ- ଅନ୍ନ ଦାନ ଦିବା ୦୯.୩୯ ପର୍ଯ୍ୟନ୍ତ ।

Sagittarius

ଧନୁ

Monday 09 Jan 2023

ମୂଳା- ଆପଣ ନିଜ ସ୍ୱାସ୍ଥ୍ୟ ପ୍ରତି ସତର୍କ ରହିବା ଆବଶ୍ୟକ । କର୍ମକ୍ଷେତ୍ରରେ ସହକର୍ମୀ ମାନେ କୈାଶଳ କରି ଆପଣଙ୍କ ଠାରୁ କାର‌୍ୟ୍ୟ ହାସଲ କରିବାରେ ସକ୍ଷମ ହେବେ । ବ୍ୟବସାୟରେ ପରିବର୍ତନ ଆଣିବା ସହିତ କିଛି ନୂତନ ବ୍ୟବସାୟ ମଧ୍ୟ ଆରମ୍ଭ କରିପାରନ୍ତି ।

ପୂ, ଷାଢା- ପୁତ୍ର କନ୍ୟା ମାନଙ୍କର ଆଚରଣ ଆପଣଙ୍କୁ ଆଘାତ ଦେଇପାରେ । ପ୍ରେମି ଯୁଗଳଙ୍କର ପରସ୍ପର ପ୍ରତି ବିଶ୍ୱାସ ବଢିବା ସହିତ ଉଭୟ ଉଭୟଙ୍କୁ ଶ୍ରଦ୍ଧା ଓ ସମ୍ମାନ ଦେବେ । ସରକାରୀ କ୍ଷେତ୍ରରୁ ବିପୁଳ ପରିମାଣର ଟଙ୍କା ପାଇପାରିବେ ।

ଉ, ଷାଢା-ବାଦବିବାଦ କ୍ଷେତ୍ରରେ ବିଜୟୀ ହେବେ । ଘରୋଇ ସଂସାର କର୍ମକ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବା ଫଳରେ ଉନ୍ନତିର ସୁଯୋଗ ପାଇବେ । ଚଳଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଂଶସା ପାଇବେ । ମହିଳା ମାନେ ସୁଖଭାଗିନୀ ହେବେ ।

ପ୍ରତିକାର – ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :