• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 9th January 2023: ଆଜି ଏହି ରାଶିର ବ୍ୟକ୍ତି ରାଜନୀତିରେ ସଫଳତା ପାଇବେ

ସୈାର ଧନୁ ମାସ ମାଘ ମାସ କୃଷ୍ଣପକ୍ଷ । ଇଂରାଜୀରେ ୯ ତାରିଖ ସୋମବାର । ଚନ୍ଦ୍ର – କର୍କଟ ଅହୋରାତ୍ର,ତିଥି - ୨ୟା ଦିବା ୦୯.୩୯ ଗତେ ୩ୟା,ଘାତ ଚନ୍ଦ୍ର - ନାସ୍ତି ଘାତ ବାର – ମିଥୁନ,ପୁଷ୍କର ଦୋଷ – ୧ପାଦ - ପଶୁସମ୍ପଦ ନାଶ- ଅନ୍ନ ଦାନ ଦିବା ୦୯.୩୯ ପର୍ଯ୍ୟନ୍ତ ।

Capricorn

ମକର

Monday 09 Jan 2023

ଉ, ଷାଢା- ଆପଣଙ୍କୁ ନିରନ୍ତର ଭାବରେ ଆପଣଙ୍କର ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦେବେ । ସରକାରଙ୍କ ତରଫରୁ ଆପଣଙ୍କୁ ବ୍ୟବସାୟ କରିବାର ସୁଯୋଗ ମିଳିପାରେ । ପାରିବାରିକ ଜୀବନରେ ଦ୍ୱନ୍ଦ୍ୱ ସୃଷ୍ଟି ହୋଇପାରେ । ଦାମ୍ପତ୍ୟ ଜୀବନରେ ପତୀପତ୍ନୀ ମଧ୍ୟରେ ଥିବା ତିକ୍ତତା ଭାବ ଦୂରିଭୂତ ହୋଇଯିବ ଓ ପ୍ରିତି ବୃଦ୍ଧି ପାଇବ ।

ଶ୍ରବଣା- ଆପଣ ଦୀର୍ଘ ସମୟରୁ ବିନିଯୋଗ କରିଥିବା ଅର୍ଥର ଲାଭାଂଶ ପାଇବେ । ବିଦ୍ୟାର୍ଥୀ ମାନେ ଉତମ ଫଳ ପାଇବେ । ଔଷଧ ବ୍ୟବସାୟୀଙ୍କୁ ଭଲ ଲାଭ ହେବ । ରାଜନୀତିରେ ଆଗକୁ ଯିବେ ।

ଧନିଷ୍ଠା- ଜମିଜମା କ୍ଷେତ୍ରରେ ନୂତନ ଚୁକ୍ତିପତ୍ର ସ୍ୱାକ୍ଷର କରିପାରନ୍ତି । ସାହିତ୍ୟ, ସଙ୍ଗିତ ଓ ସୃଜନାଶୀଳତା ବୃଦ୍ଧି ପାଇବ । ସମସ୍ତଙ୍କୁ ସାଥିରେ ନେଇ ଆଗକୁ ବଢିବେ । ମନୋରଞନ କାର‌୍ୟ୍ୟରେ ଅଶାନ୍ତି ଉପୁଜିବ

ପ୍ରତିକାର – ମାଆ ମଙ୍ଗଳା ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :