• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 04 Dec To 10 Dec 2023: ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଏହି ସପ୍ତାହ...

ସୌର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୦୪ ତାରିଖ ସୋମବାର ଚନ୍ଦ୍ର- ସିଂହ ଅହୋରାତ୍ର ତିଥି- ୭ମୀ ରାତ୍ରୀ ୦୯.୫୯ ଗତେ ୮ମୀ

Aries

ମେଷ

Monday 04 Dec 2023

ସ୍ୱାସ୍ଥ୍ୟ ସମସ୍ୟାରେ ବହୁ ପରିମାଣରେ ହ୍ରାସ ପାଇବ । ପରିବାରରେ ବୁଝାମଣା ସହିତ ସବୁ ସମସ୍ୟାର ସମାଧାନ କରିବାରେ ସମର୍ଥ ହେବେ । ଘରେ ମାଙ୍ଗଳିକ କାର‌୍ୟ୍ୟ କରିବା ପାଇଁ ବିଚାର କରିବେ । କୈାଣସି ବଡ ବିନିଯୋଗ କରିବା ସହିତ ଆର୍ଥିକ ଅଭିବୃଦ୍ଧି ଘଟିବ । ନୂତନ ଭାବରେ ଆରମ୍ଭ କରୁଥିବା କାର‌୍ୟ୍ୟରେ ବ୍ୟସ୍ତ ରହିବେ । ବ୍ୟବସାୟରେ ଆଂଶିକ ସଫଳତା ପାଇବେ । ଛାତ୍ରଛାତ୍ରୀ ମାନେ ପଢାରେ କଷ୍ଟ କରିବେ ।

ପ୍ରତିକାର- ନିଜର ସ୍ନାନ ଜଳରେ କିଛି ହେଙ୍ଗୁ ମିଶାଇ ସ୍ନାନ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :