• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 04 Dec To 10 Dec 2023: ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଏହି ସପ୍ତାହ...

ସୌର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୦୪ ତାରିଖ ସୋମବାର ଚନ୍ଦ୍ର- ସିଂହ ଅହୋରାତ୍ର ତିଥି- ୭ମୀ ରାତ୍ରୀ ୦୯.୫୯ ଗତେ ୮ମୀ

Taurus

ବୃଷ

Monday 04 Dec 2023

କର୍ମକ୍ଷେତ୍ରରେ ସାମାନ୍ୟ ବିଶ୍ରାମ କରିବାର ସୁଯୋଗ ପାଇବା କଷ୍ଟକର ହୋଇପାରେ । ଦରକାରୀ ଜିନିଷ କିଣିବାରେ ଅଧିକ ଖର୍ଚ୍ଚ ହୋଇପାରେ । ଅଧ୍ୟୟନ ପାଇଁ ବିଦେଶ ଯିବାର ସ୍ୱପ୍ନ ସାକାର ହୋଇପାରେ । ରାଜନୀତିରେ ଆଗକୁ ଯିବେ । ଆପଣଙ୍କୁ ନୂଆ ଦାୟିତ୍ୱ ମିଳିପାରେ । ମସ୍ତିଷ୍କରୁ ଲାଗି ରହିଥିବା ସବୁ ଚିନ୍ତା ସମାପ୍ତ ହେବ । ଦିନଟି ଆପଣଙ୍କ ଉଦାର ଲାଗି ପ୍ରସନ୍ନତା ନେଇ ଆସିଛି । ମହିଳା ଛାତ୍ରୀ ମାନେ ପୁରସ୍କୃତ ହୋଇପାରନ୍ତି ।

ପ୍ରତିକାର- କୈାଣସି ଶୁକ୍ଲବର୍ଣ୍ଣ ଗାଇକୁ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :