• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 04 Dec To 10 Dec 2023: ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଏହି ସପ୍ତାହ...

ସୌର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୦୪ ତାରିଖ ସୋମବାର ଚନ୍ଦ୍ର- ସିଂହ ଅହୋରାତ୍ର ତିଥି- ୭ମୀ ରାତ୍ରୀ ୦୯.୫୯ ଗତେ ୮ମୀ

Aquarius

କୁମ୍ଭ

Monday 04 Dec 2023

କାର୍ଯ୍ୟ କ୍ଷେତ୍ରରେ ଏକ ଚ୍ୟାଲେଞ୍ଜିଂ ସମୟ ଅନୁଭବ କରିବେ । ବ୍ୟବସାୟିକ କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବାକୁ ଚେଷ୍ଟା କରିବେ । ନମ୍ର ସ୍ୱଭାବ ସହ ମୁରବିଙ୍କ ସହିତ କଥାବାର୍ତା ହୁଅନ୍ତୁ । ଗାଡି, ମଟର ଚଳାଇବା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ ନ ହେଲେ ଅସୁବିଧାରେ ପଡିପାରନ୍ତି । ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବା ଯୋଗେ ବନ୍ଧୁବାନ୍ଧବଙ୍କ । କର୍ମକ୍ଷେତ୍ରରେ ଆପଣଙ୍କର ଉଦାର ସ୍ୱଭାବ ସମସ୍ତଙ୍କୁ ପ୍ରଭାବିତ କରିବ ।

ପ୍ରତିକାର- ନିଜ ପାଖରେ ଲୁହାରେ ନିର୍ମିତ ଶନିଙ୍କର ଯନ୍ତ୍ରଟିଏ ରଖନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :