• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 04 Dec To 10 Dec 2023: ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଏହି ସପ୍ତାହ...

ସୌର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୦୪ ତାରିଖ ସୋମବାର ଚନ୍ଦ୍ର- ସିଂହ ଅହୋରାତ୍ର ତିଥି- ୭ମୀ ରାତ୍ରୀ ୦୯.୫୯ ଗତେ ୮ମୀ

Pisces

ମୀନ

Monday 04 Dec 2023

କର୍ମ କ୍ଷେତ୍ରରେ ସହଭାଗୀ ମାନଙ୍କ ସହ ଖୁସିରେ କାମ କରିବେ । ଆପଣଙ୍କ ପାଇଁ ଟଙ୍କା ରୋଜଗାର କରିବାର ଅନେକ ସରଳ ଉପାୟ ମିଳିବ । ବିଦେଶରେ ପଢ଼ୀବାକୁ ଚାହୁଁଥିବା ଛାତ୍ରଛାତ୍ରୀ ମାନଙ୍କର ଇଚ୍ଛା ପୂରଣ ହୋଇପାରେ । ରାଜନୀତି ଦୃଢ ହେବା ସହିତ ମୂଖ୍ୟ ଭୂମିକା ନିର୍ବାହ କରିବେ । ଅଯଥା ବିବାଦ ଭିତରକୁ ଟାଣି ହୋଇ ଯାଇ ପାରନ୍ତି । ସ୍ୱାର୍ଥପରତା ଯୋଗୁ ଅନେକ ବନ୍ଧୁ ଆପଣଙ୍କ ଠାରୁ ଦୂରେଇ ଯିବେ

ପ୍ରତିକାର - ବୃହସ୍ପତିଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :