• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 04 Dec To 10 Dec 2023: ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଏହି ସପ୍ତାହ...

ସୌର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୦୪ ତାରିଖ ସୋମବାର ଚନ୍ଦ୍ର- ସିଂହ ଅହୋରାତ୍ର ତିଥି- ୭ମୀ ରାତ୍ରୀ ୦୯.୫୯ ଗତେ ୮ମୀ

Gemini

ମିଥୁନ

Monday 04 Dec 2023

ଜୀବନ ସାଥୀ ଓ ପରିଜନଙ୍କ ସ୍ନେହ ପାଇବେ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସହାୟତ ଯୋଗୁଁ କାମ ଗୁଡିକ ସହଜ ହେଇଯିବ । ପୁସ୍ତକ ବ୍ୟବସାୟ, ପ୍ରସାଧନ ସାମଗ୍ରୀ ବ୍ୟବସାୟରେ ସଫଳତା ପାଇବେ । ବିଦ୍ୟାର୍ଥୀ ମାନେ ପଢାରେ ଶିକ୍ଷକଙ୍କ ସହାୟତା ପାଇବେ । ସଭା ସମିତିରେ କୈାଣସି କଥାରେ ଆପଣଙ୍କ ସପକ୍ଷେର ଯିବ ନାହିଁ । ଆର୍ଥିକ ଦିଗରୁ ସନ୍ତୋଷଜନକ ଫଳ ପାଇବେ । ସମ୍ପତି କ୍ରୟ କରିବାର ସୁଯୋଗ ପାଇବେ ।

ପ୍ରତିକାର- ଘରୁ ବାହାରିବା ସମୟରେ ସବୁଜ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :