• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 04 Dec To 10 Dec 2023: ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଏହି ସପ୍ତାହ...

ସୌର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୦୪ ତାରିଖ ସୋମବାର ଚନ୍ଦ୍ର- ସିଂହ ଅହୋରାତ୍ର ତିଥି- ୭ମୀ ରାତ୍ରୀ ୦୯.୫୯ ଗତେ ୮ମୀ

Cancer

କର୍କଟ

Monday 04 Dec 2023

ପାରିବାରିକ କ୍ଷେତ୍ରରେ ବିଭିନ୍ନ ପ୍ରକାରର ଚିନ୍ତା ମନକୁ ଆନ୍ଦୋଳିତ କରିପାରେ । କର୍ମକ୍ଷେତ୍ରରେ ମଧୁର ବାକ୍ୟ କହି ନିଜର କାର‌୍ୟ୍ୟ ହାସଲ କରିନେବେ । ସ୍ୱାସ୍ଥ୍ୟ ଜନିତ ସମସ୍ୟାରୁ ମୁକ୍ତି ଦେଇପାରେ । ଚାକିରିରେ କୈାଶଳ କ୍ରମେ ନିଜର ସ୍ଥିତି ସୁଦଢୃ କରିବେ । ଦାମ୍ପତ୍ୟ ଜୀବନରେ ସୁନ୍ଦର ମୁହୂର୍ତ୍ତଗୁଡ଼ିକ ଅନୁଭବ କରିବାକୁ ଅଧିକ ସୁଯୋଗ ଆସିବ । ଛାତ୍ରଛାତ୍ରୀ ମାନେ ସେମାନଙ୍କ ଶିକ୍ଷା ଉପରେ ଅଧିକ ଧ୍ୟାନ ଦେବେ

ପ୍ରତିକାର- ଶିବଙ୍କ ଉପରେ ବେଲପତ୍ର ଚଢାନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :